ଓଡ଼ିଶାରେ ବାଘବଂଶ ବୃଦ୍ଧି ଯୋଜନା। ଅକ୍ଟୋବର ଶେଷ ସୁଦ୍ଧା ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୪ ବାଘୁଣୀ ସହ ରାଜ୍ୟକୁ ଆସିବେ ୫ ମହାବଳ। ରାଜ୍ୟ ମୁଖ୍ୟ ବନ ସଂରକ୍ଷକଙ୍କ ପକ୍ଷରୁ ଆଜି ଏନେଇ ସୂଚନା ଦିଆଯାଇଛି।
ଏହି ଯୋଜନାରେ ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୨ଟି ବାଘୁଣୀ ସହ ଗୋଟିଏ ମହାବଳ ଏବଂ ଶିମିଳିପାଳ ଲାଗି କେବଳ ଦୁଇଟି ବାଘୁଣୀ ଅଣାଯାଉଥିବା
ସୂଚନା ମିଳିଛି। ଅଗଷ୍ଟ ସୁଦ୍ଧା ଡେବ୍ରିଗଡ଼ ଓ ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳକୁ ଏଇ ୫ ନୂଆ ମହାବଳଙ୍କୁ ଅଣାଯିବ।
ଏଥିସହ ରାଜ୍ୟର ବିଭିନ୍ନ ଅଭୟାରଣ୍ୟ, ଚିଡି଼ିଆଖାନା ଓ ଅନ୍ୟ ବାସସ୍ଥଳୀରୁ ୮୧୦ଟି ଚିତ୍ରା ହରିଣ, ୩୨ଟି ସମ୍ବର, ୧୮ଟି କୃଷ୍ଣସାର ମୃଗ, ୩୦ଟି ମଗର, ୨୦ଟି ଲୁଣିପାଣି କୁମ୍ଭୀର ଭଳି ଆହୁରି କିଛି ବନ୍ୟଜନ୍ତୁଙ୍କୁ ରାଜ୍ୟର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଛ଼ଡାଯିବାକୁ ଯୋଜନା ରହିଥିବା ଜଣାପଡି଼ଛି।ଏନେଇ ପିସିସିଏଫଙ୍କ ପକ୍ଷରୁ ବିଭିନ୍ନ ଅଭୟାରଣ୍ୟ ଓ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Science & Environment
ୟୁରୋପୀୟ 'ପ୍ରୋବା -୩' ମିଶନ ଲଞ୍ଚ୍ କଲା ଇସ୍ରୋ
ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ କରିବ ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର 'ପ୍ରୋବା -୩' ମିଶନ। ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଭବନ ସ୍ପେସ୍ ସେଣ୍ଟରରୁ ହେଲା ସଫଳ ଉତକ୍ଷେପଣ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।