ନୂଆବର୍ଷରେ ପୁଣି ଏକ ଇତିହାସ ରଚିବାକୁ ଯାଉଛି ଇସ୍ରୋ। ପ୍ରଥମ ଥର ପାଇଁ ଦେଶର ଏମିତି ଏକ ସାଟେଲାଇଟ୍ ଲଞ୍ଚ କରିବାକୁ ଯାଉଛି, ଯାହା ବ୍ରହ୍ମାଣ୍ଡର ଆଉ ଏକ ରହସ୍ୟ ଭେଦିବ। ଏହି ସାଟେଲାଇଟ୍ ବ୍ରହ୍ମାଣ୍ଡର ୫୦ଟି ଉଜ୍ଜ୍ୱଳ ଉତ୍ସର ଅଧ୍ୟୟନ କରିବ। ଯଥା ଆକାଶଗଙ୍ଗା, ରେଡିଏସନ୍, ପଲସର୍ ସମେତ ବ୍ଲାକହୋଲ୍ସ ଆଦିର ଷ୍ଟଡି କରିବ। ତା’ସହ ଏସବୁର ଉତ୍ସ ଗୁଡ଼ିକର ଫଟୋ ଉଠାଇବ।
ଆସନ୍ତା ଜାନୁଆରୀ ୧ ତାରିଖ ସକାଳ ୯ ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ସ୍ପେସ୍ ସେଣ୍ଟରରୁ ଛଡ଼ାଯିବ XPoSAT ସାଟେଲାଇଟ୍। ଏଥିରେ ଲାଗିଥିବା ଟେଲିସ୍କୋପ, ରମଣ ରିସର୍ଚ୍ଚ ଇଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଉପଗ୍ରହକୁ ୬୫୦ କିଲୋମିଟର ଉଚ୍ଚରେ ନିୟୋଜିତ କରାଯିବ ବୋଲି ସୂଚନା ମିଳିଛି।
Also Read
ଏହି ମିଶନ୍ ୨୦୧୭ରେ ISRO ଦ୍ୱାରା ଆରମ୍ଭ ହୋଇଥିଲା। ଏହି ମିଶନରେ ୯.୫୦ କୋଟି ଟଙ୍କା ନିବେଶ ହୋଇଛି । ଉତକ୍ଷେପଣର ପ୍ରାୟ ୨୨ମିନିଟ୍ ପରେ ଏକ୍ସପୋସ୍ୟାଟ୍ ସାଟେଲାଇଟ୍ ଏହାର ନିର୍ଦ୍ଦିଷ୍ଟ କକ୍ଷପଥରେ ନିୟୋଜିତ ହେବ। ଏହି ଉପଗ୍ରହର ଦୁଇଟି ପେଲୋଡସ୍ ଅଛି। ପ୍ରଥମଟି POLIX ଏବଂ ଦ୍ୱିତୀୟଟି XSPECT।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
Guest Column
ବିକାଶ ଓ ବିପର୍ଯ୍ୟୟ- କେତେ ଦୂର, କେତେ ନିକଟ?
ପ୍ରକୃତି ଯେ ଦିନେ ଡାକି ଆଣିବ ବିପର୍ଯ୍ୟୟକୁ ଏ କଥା ବିଶ୍ଵାସ କରିହେଉନାହିଁ। ଯେଉଁ ପ୍ରକୃତି ଏତେ ସୁନ୍ଦର ନଦୀ, ଜଙ୍ଗଲ, ପାହାଡ଼ ଓ ବିଭିନ୍ନ ଜୀବଜନ୍ତୁ ସୃଷ୍ଟି କରିଛି ସେ ପୁଣି ସେସମସ୍ତଙ୍କ ଧ୍ଵଂସ ରଚୁଛି କେମିତି? ଏହା ହେଉନାହିଁ ତ ଯେ ଧ୍ଵଂସର କାରଣ ହେଉଛି ମଣିଷ, କିନ୍ତୁ ଏଥିଲାଗି ଦାୟୀ କରୁଛି ପ୍ରକୃତିକୁ, ଯେଉଁଥି ଲାଗି ପ୍ରକୃତି ଅଧିକ ପ୍ରତିକ୍ରିୟାଶୀଳ ହୋଇଯାଉଛି?
Science & Environment
ଅନ୍ତରୀକ୍ଷରେ କେମିତି ଗଜା ହୋଇଥିଲା ଝୁଡ଼ଙ୍ଗ ମଞ୍ଜି? ଭିଡିଓ ଜାରି କଲା ଇସ୍ରୋ
ଏହା ପୂର୍ବରୁ ମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିରୁ ପତ୍ର ବାହାରିଥିବା ନେଇ ଇସ୍ରୋ ପକ୍ଷରୁ ଫଟୋ ଜରିଆରେ ସୂଚନା ଦିଆଯାଇଥିଲା।