ମିଶନ ମୁନରେ କେନ୍ଦ୍ରାପଡା ପୁଅ | Odisha Reporter
Advertisment
ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱାନ ସ୍ପେସ୍ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍ ମିଶନ୍ ‘ଚନ୍ଦ୍ରୟାନ୍–୩’ର ସଫଳ ଉତ୍କ୍ଷେପଣ କରାଯାଇଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ମୁକୁନ୍ଦପୁର ଗ୍ରାମର ଶୁଭାଶିଷ ନାୟକ ସାମିଲ ଥିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଖେଳିଯାଇଛି ଖୁସିର ଲହରି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us