ପୃଥିବୀକୁ କେବେ ଫେରିବେ ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ ? ତାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏହାକୁ ନେଇ ଏକ ବଡ଼ ଘୋଷଣା କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା। ଆସନ୍ତା ବର୍ଷ ଫେବ୍ରୁଆରୀରେ ମହାକାଶରୁ ଫେରିବେ ଭାରତୀୟ ବଂଶୋଦ୍ଭବ ସୁନୀତା ଓ୍ୱିଲିୟମ୍ସ। ଏନେଇ ନାସା ସ୍ପଷ୍ଟ କରିଛି । ତେବେ ମହାକାଶରେ ସୁନୀତା କିପରି ଅଛନ୍ତି ? ଏହାକୁ ନେଇ ସବିଶେଷ ତଥ୍ୟ ଦେଇଛନ୍ତି ବୈଜ୍ଞାନିକ ଶୁଭେନ୍ଦୁ ପଟ୍ଟାନାୟକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Science & Environment
ୟୁରୋପୀୟ 'ପ୍ରୋବା -୩' ମିଶନ ଲଞ୍ଚ୍ କଲା ଇସ୍ରୋ
ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ କରିବ ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର 'ପ୍ରୋବା -୩' ମିଶନ। ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଭବନ ସ୍ପେସ୍ ସେଣ୍ଟରରୁ ହେଲା ସଫଳ ଉତକ୍ଷେପଣ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।