ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ମହାକାଶ ଗବେଷଣା କେନ୍ଦ୍ରରୁ ଆଜି ସକାଳ ୯ଟା ୧୮ ମିନିଟରେ ଛୋଟ ରକେଟ୍ SSLV_D2 ସହାୟତାରେ ୩ଟି ସାଟେଲାଇଟ୍ ମହାକାଶକୁ ପଠାଯାଇଛି। ଏହି ତିନୋଟି ଉପଗ୍ରହ ୪୫୦ କିଲୋମିଟର ଦୂରରେ ଥିବା ସର୍କୁଲାର କକ୍ଷପଥରେ ଅବସ୍ଥାପିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ପଶ୍ଚିମବଙ୍ଗରୁ ଫେରିବ ବାଘୁଣୀ ଜିନ୍ନତ; କରାଯିବ ଟ୍ରାଙ୍କୁଲାଇଜ୍
ବାଘୁଣୀକୁ ଫେରାଇ ଆଣିବା ଲାଗି ଟ୍ରାଙ୍କୁଲାଇଜ୍ କରିବାକୁ ଯୋଜନା ଚାଲିଥିବା ଆରସିସିଏଫ କହିଛନ୍ତି।
Science & Environment
ମହାକାଶକୁ ଯିବ 'ନିସାର' ସାଟେଲାଇଟ୍
ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ GSLV ମାର୍କ-୨ ସାଟେଲାଇଟରେ ଏହାକୁ ଲଞ୍ଚ କରିବ ଇସ୍ରୋ।
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Science & Environment
ୟୁରୋପୀୟ 'ପ୍ରୋବା -୩' ମିଶନ ଲଞ୍ଚ୍ କଲା ଇସ୍ରୋ
ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ କରିବ ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର 'ପ୍ରୋବା -୩' ମିଶନ। ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଭବନ ସ୍ପେସ୍ ସେଣ୍ଟରରୁ ହେଲା ସଫଳ ଉତକ୍ଷେପଣ।