Advertisment

ପୂର୍ଣ୍ଣ ସୂର୍ଯ୍ୟପରାଗ କଣ ?

ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ଏହା ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ।

Advertisment

ଆଜି ସଂଗଠିତ ହେବ ଚଳିତ ବର୍ଷର ବିରଳ ପୂର୍ଣ୍ଣ ସୂର୍ଯ୍ୟପରାଗ । ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ଏହା ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ। ବୈଜ୍ଞାନିକଙ୍କ କହିବା ଅନୁସାରେ, ଆଜି ହେବାକୁ ଯାଉଥିବା ପୂର୍ଣ୍ଣ ସୂର୍ଯ୍ୟପରାଗ ଖୁବ୍ ବିରଳ। ଆମେରିକା ସମେତ ବିଶ୍ୱର ଅନେକ ରାଷ୍ଟ୍ରରେ ଏହି ପୂର୍ଣ୍ଣ ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ। କିନ୍ତୁ ଭାରତରେ ଏହାର ବିଶେଷ ପ୍ରଭାବ ପଡିବନି। ଏହା ସୋମବାର ରାତି 9ଟା 12ରେ ଆରମ୍ଭ ହୋଇ ମଙ୍ଗଳବାର ଭୋର 2.22 ମିନିଟରେ ଶେଷ ହେବ । ତେବେ ଏହି ସୂର୍ଯ୍ୟପରାଗକୁ ନେଇ ପଠାଣୀ ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କଣ କହୁଛନ୍ତି ଶୁଣନ୍ତୁ...

Advertisment
Odisha Solar Eclipse
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe