ଦୈନନ୍ଦିନ ବ୍ୟବହାରରେ ପ୍ଲାଷ୍ଟିକ ଏକ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପାଲଟିଯାଇଛି। ପାଣି ବୋଟଲଠୁ ନେଇ ଟିଫିନ ବ୍ୟାଗ୍ ପର୍ଯ୍ୟନ୍ତ ସବୁକିଛି ପ୍ଲାଷ୍ଟିକରୁ ତିଆରି ହେଉଛି। ଏହି ପ୍ଲାଷ୍ଟିକ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଆମେ ଜାଣିଛେ, ହେଲେ ବଜାରରେ ବିକ୍ରି ହେଉଥିବା ପ୍ଲାଷ୍ଟିକ ପାଣି ବୋତଲ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିପାରେ। ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି ଯେ, ଏକ ଲିଟର ପାଣି ବୋତଲରେ ହାରାହାରି ୨ ଲକ୍ଷ ୪୦ ହଜାର ପ୍ଲାଷ୍ଟିକ୍ କଣିକା ଥାଏ। ଦେଖନ୍ତୁ ପୂରା ରିପୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Science & Environment
ୟୁରୋପୀୟ 'ପ୍ରୋବା -୩' ମିଶନ ଲଞ୍ଚ୍ କଲା ଇସ୍ରୋ
ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ କରିବ ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର 'ପ୍ରୋବା -୩' ମିଶନ। ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଭବନ ସ୍ପେସ୍ ସେଣ୍ଟରରୁ ହେଲା ସଫଳ ଉତକ୍ଷେପଣ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।