ନୂଆଦିଲ୍ଲୀ: କୁହାଯାଏ, ‘ଯାହାକୁ ରଖିବେ ଅନନ୍ତ କି କରି ପାରେ ବଳବନ୍ତ’। ଏହି ଉକ୍ତି ମଧ୍ୟପ୍ରଦେଶର ଜଣେ ୩ ବର୍ଷର ଶିଶୁ କ୍ଷେତ୍ରରେ ସତ ପ୍ରମାଣିତ ହୋଇଛି। ମଧ୍ୟପ୍ରଦେଶ ଟିକମଗଡ଼ରେ ଜଣେ ୩ ବର୍ଷର ଶିଶୁ ୨ ମହଲାରୁ ଖସି ତଳେ ଯାଉଥିବା ଏକ ରିକ୍ସାରେ ପଡ଼ିବା ଘଟଣା ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।
ସୂଚନା ଅନୁଯାୟୀ, ଟିକମଗଡ଼ରେ ଏହି ତିନିବର୍ଷର ଶିଶୁ ଦୁଇମହଲା ଛାତରୁ ତଳରୁ ଖସି ପଡ଼ିଥିଲା। ଏବଂ ସେହି ସମୟରେ ତଳେ ଯାଉଥିବା ଏକ ରିକ୍ସାରେ ଆସି ସେ ପଡ଼ିଥିଲା। ଏହାକୁ ଦେଖି ଆଖ ପାଖ ଲୋକ ଏକଦମ୍ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସବୁଠୁ ବଡ ଆଶ୍ଚର୍ଯ୍ୟର କଥା ହେଉଛି ଶିଶୁଟି ଦୁଇ ମହଲା ଉଚ୍ଚରୁ ପଡ଼ିବା ପରେ ବି ତା ଶରୀରରେ ଆଦୌ ଆଘାତ ଲାଗି ନଥିଲା।
https://twitter.com/ANI/status/1185835655009619968
ଏହି ଘଟଣା ଟି ଟିକମଗଡ଼ ସହରର ସବୁଠାରୁ ଜନଗହଳିପୂର୍ଣ୍ଣ ବଜାରରେ ଘଟିଛି। ଯେଉଁଠାରେ ବ୍ୟବସାୟୀ ଆଶିଷ ଜୈନଙ୍କ ତିନିବର୍ଷର ପୁଅ ଜେଜେବାପାଙ୍କ ସହ ଘର ଛାତ ଉପରେ ଖେଳୁଥିଲା। ଶିଶୁଟି ଛାତ ଉପରେ ଖେଳୁଥିବା ସମୟରେ ହଠାତ୍ ଛାତରୁ ତଳକୁ ଖସି ପଡ଼ିଥିଲା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।