ଲାସ୍ୟମୟୀ କି ହାସ୍ୟମୟୀ ନୁହେଁ, ପ୍ରେସ୍‌ର କୁକରକୁ ବାହାହେଲେ ଯୁବକ

ନୂଆଦିଲ୍ଲୀ: ଲାସ୍ୟମୟୀ, ହାସ୍ୟମୟୀ…। ବିବାହ ପୂର୍ବରୁ ଏମିତି କେତେ କଣ ସ୍ୱପ୍ନ ଆଖି ଆଗରେ ଘୂରିବୁଲେ। ଆଉ ତା’ପରେ ବାସ୍ତବ ଜୀବନରେ ସେମିତି ପାଇବାକୁ ମନ ହୋଇଥାଏ। ଏ ସ୍ୱପ୍ନ ପ୍ରତ୍ୟେକ ପୁରୁଷ ତା’ ଜୀବନରେ ଦେଖିଥାଏ। ହେଲେ ଏ ଅଜବ ଦୁନିଆରେ ଦେଖିବାକୁ ମିଳିଛି ଏକ ଗଜବ ଘଟଣା। ଜଣେ ଯୁବକ ଲାସ୍ୟମୟୀ ବା ହାସ୍ୟମୟୀଙ୍କ ପାଇଁ ପାଗଳ ହୋଇନାହିଁ। ହୋଇଛି ଏକ ବିଦ୍ୟୁତ ଚାଳିତ ପ୍ରେସରକୁକର ପାଇଁ। କଥାଟି ବିଶ୍ୱାସ ହେଉନଥିଲେ ବି ବାସ୍ତବରେ […]

Viral News

Viral News

Manoranjan Sial
  • Published: Friday, 01 October 2021
  • Updated: 01 October 2021, 08:29 PM IST

Sports

Latest News

ନୂଆଦିଲ୍ଲୀ: ଲାସ୍ୟମୟୀ, ହାସ୍ୟମୟୀ...। ବିବାହ ପୂର୍ବରୁ ଏମିତି କେତେ କଣ ସ୍ୱପ୍ନ ଆଖି ଆଗରେ ଘୂରିବୁଲେ। ଆଉ ତା’ପରେ ବାସ୍ତବ ଜୀବନରେ ସେମିତି ପାଇବାକୁ ମନ ହୋଇଥାଏ। ଏ ସ୍ୱପ୍ନ ପ୍ରତ୍ୟେକ ପୁରୁଷ ତା’ ଜୀବନରେ ଦେଖିଥାଏ। ହେଲେ ଏ ଅଜବ ଦୁନିଆରେ ଦେଖିବାକୁ ମିଳିଛି ଏକ ଗଜବ ଘଟଣା। ଜଣେ ଯୁବକ ଲାସ୍ୟମୟୀ ବା ହାସ୍ୟମୟୀଙ୍କ ପାଇଁ ପାଗଳ ହୋଇନାହିଁ। ହୋଇଛି ଏକ ବିଦ୍ୟୁତ ଚାଳିତ ପ୍ରେସରକୁକର ପାଇଁ। କଥାଟି ବିଶ୍ୱାସ ହେଉନଥିଲେ ବି ବାସ୍ତବରେ ଏମିତି ଘଟିଛି। ଜଣେ ଯୁବକ ଏକ ବିଦ୍ୟୁତ ପ୍ରେସର କୁକରକୁ ଜୀବନ ସାଥୀ ଭାବେ ଗ୍ରହଣ କରିଛନ୍ତି।

ବିବାହ କରିଥିବା ଏହି ଯୁବକ ଜଣକ ଇଣ୍ଡୋନେସିଆର୍‌ ଖୋଇରୋଲ୍‌ ଅମନ ବୋଲି କୁହାଯାଉଛି। ସେ ରୋଷେଇରେ ବ୍ୟବହାର କରୁଥିବା ବିଦ୍ୟୁତ ପ୍ରେସର କୁକରକୁ ବିବାହ କରିଛି। ତାହା ପୁଣି ପାରମ୍ପରିକ ରୀତିନୀତିରେ। ଖୋଇରୋଲ୍‌ ନିଜେ ଧଳା ରଙ୍ଗର ପୋଷାକ ସେରୱାନୀ ପିନ୍ଧି ଥିବା ବେଳେ ଟୋପି ପିନ୍ଧିଛନ୍ତି। ଆଉ ବେକରେ ପକାଇଛନ୍ତି ମାଳ। ସେ ଧଳା ରଙ୍ଗର ବିଦ୍ୟୁତ ଚାଳିତ ପ୍ରେସର କୁକୁର ଉପରେ ଓଢ଼ଣୀ ପକାଇ କେତେ ବେଳେ ପ୍ରିତିମୟୀ ତୁମ୍ୱନ ଦେଉଛନ୍ତି ତ ଆଉ କେତେବେଳେ ଆଲିଙ୍ଗନ କରୁଛନ୍ତି, ସତେ ଯେପରି ପ୍ରେମିକାଟିଏ ପରି।

https://twitter.com/ETimesLifestyle/status/1443855423535128584?s=20

ଖୋଇରୋଲ୍‌ ବିବାହ ପରେ ଏମିତି କିଛି ଆବେଗପୂର୍ଣ୍ଣ ମୁହୂର୍ତ୍ତର ଫଟୋ ସୋଶାଲ୍‌ ମିଡ଼ିଆରେ ଭାଇରାଲ୍‌ ହୋଇଛି। ଏପରିକି ସେ ନିଜେ ମଧ୍ୟ ଟ୍ୱିଟରରେ ଏହି ଫଟୋ ଗୁଡ଼ିକ ସେୟାର୍‌ କରିଛନ୍ତି। ଆଉ ତା’ରେ ଲୋକମାନେ ବିନ୍ଦାସ ଭାବେ କମେଣ୍ଟ ଦେଉଛନ୍ତି।

https://twitter.com/lagidirumah/status/1443895562055548928?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story