୧୯୯୯ ମହାବାତ୍ୟାକୁ ପୂରିଛି ୨୪ ବର୍ଷ । ୧୯୯୯ ମହାବାତ୍ୟାର ତାଣ୍ଡବ କୁ ନା ଶବ୍ଦରେ ବର୍ଣ୍ଣନା କରିହେବ ନା ମନରୁ କେହି କେବେ ପାଶୋରି ପାରିବ। ଅକ୍ଟୋବର ୨୯ ତାରିଖ ବା ଆଜିର ଦିନ ଓଡ଼ିଶା ଇତିହାସରେ ଏକ କଳା ଦିବସ ରୂପେ ଗଣନା ହୁଏ । କାରଣ ସେଦିନର ସେ ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ ହଜାର ହଜାର ଜୀବନ ନେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
୧୯୭୧ ଯୁଦ୍ଧରେ ଧୂଳି ଚାଟିଥିଲା ପାକିସ୍ତାନ; ଅନୁଭୂତି ବଖାଣିଲେ ଓଡ଼ିଆ ନୌବୀର
ଡିସେମ୍ବର ୪ ତାରିଖ ରାତିରେ ଧୂଳିସାତ୍ ହୋଇଥିଲା କରାଚୀ ବନ୍ଦର। ଶତ୍ରୁ ଛାତିରେ ତାଣ୍ଡବ ରଚିଥିଲା ଭାରତୀୟ ନୌସେନା। ନିଜ ଅନୁଭୂତି ବଖାଣିଲେ 'ଅପରେସନ୍ ଟ୍ରାଇଡେଣ୍ଟ'ରେ ସାମିଲ ଓଡ଼ିଆ ନୌବୀର।
Special
ମୋତେ ଭାତ ମୁଠାଏ ଦରକାର... ପୁଅ-ବୋହୂ କହିଲେ, ଜରାଶ୍ରମରେ କାହିଁକି ରହିବନି?
୫ ବର୍ଷ ତଳେ ହଠାତ୍ ଶୁକଦେବଙ୍କ ଜୀବନର ଗତିପଥ ବଦଳିଥିଲା। ଅଭିଯୋଗ ଅନୁସାରେ ଘର ତିଆରି ବାହାନାରେ ଜାଗା ହଡ୍ପ ପାଇଁ ରେବତୀଙ୍କୁ ପାଖକୁ ନେବାକୁ ପୁଅବୋହୂ ଥୋପ ପକାଇଥିଲେ। ଆଉ ଖେଳିଥିଲେ ମମତା କାର୍ଡ।
Special
ଅର୍ବାନ ମାଜେଷ୍ଟିକ୍ କାମ ବନ୍ଦ କରିବାକୁ ନିର୍ଦ୍ଦେଶ!
କିଟ୍ ଛକଠାରୁ ମାତ୍ର କିଛି ଦୂରରେ ଥିବା ଏହି ୫ ଏକର ଜମିକୁ ୧୯୭୯ ମସିହାରେ ଶିଳ୍ପ ପ୍ରତିଷ୍ଠା ପାଇଁ ପାଲଟ୍ରୋନିକ୍ସ ଆଲାଏଡ୍ ଇଣ୍ଡଷ୍ଟ୍ରିଜର ପ୍ରୋପାଇଟର ତେଜପାଲ ସିଂହଙ୍କୁ ୯୯ ବର୍ଷ ଲିଜରେ ଦିଆଯାଇଥିଲା।
Special
ମିଳୁଛି ସରକାରଙ୍କ ପ୍ରୋତ୍ସାହନ, ବଢୁଛି ଆଳୁ ଚାଷ ପ୍ରତି ଚାଷୀଙ୍କ ଆଗ୍ରହ
ଖଣି ଖାଦାନ ଭରା କେନ୍ଦୁଝର ଜିଲ୍ଲାରେ ଆଳୁ ଚାଷ ପାଇଁ ଅନୁକୂଳ ପରିବେଶ ରହିଛି। ବୈତରଣୀ ପରି ଚୀର ସ୍ରୋତା ନଦୀ ବୋହି ଯାଇଥିବା ବେଳେ କାନପୁର, ଦେଓ ଜଳ ସେଚନ ପ୍ରକଳ୍ପ, ସାପୁଆ ଡ୍ୟାମ ଓ ବଡ଼ବଡ଼ ନାଳ ଜିଲ୍ଲାରେ ରହିଛି।
Special
ଆମ ସମ୍ବିଧାନ, ଆମ ସମ୍ମାନ
ଭାରତୀୟ ସମ୍ବିଧାନ କ’ଣ ବୋଲି ବ୍ୟାଖ୍ୟା କରିବାକୁ ଯାଇ ସମ୍ବିଧାନ ପ୍ରଣୟନ କମିଟିର ମୁଖ୍ୟ ଡକ୍ଟର ଭୀମରାଓ ଆମ୍ବଦକର ଏକଦା କହିଥିଲେ, ‘ଏହା କେବଳ ଆଇନଜୀବୀର ନଥିପତ୍ର ନୁହେଁ, ଏହା ହେଉଛି ଜୀବନର ଯାନ ଏବଂ ଏହାର ଭାବ ହେଉଛି ସମୟର ଭାବ।’