ପାଠ ପଢ଼ିବା ପାଇଁ ବୟସର କୌଣସି ପ୍ରତିବନ୍ଧକ ନଥାଏ । ଯଦି ବୟସର ଦ୍ବାହି ଦେଇ ପାଠପଢ଼ାରୁ ଦୂରେଇ ରହିବାକୁ ଚେଷ୍ଟା କରୁଛନ୍ତି ତେବେ ଏ କାହାଣୀ ନିଶ୍ଚିତ ଆପଣଙ୍କୁ ପ୍ରେରଣା ଦେବ ଆଉ ମନରେ ଉର୍ଜା ଭରିବ। ଯାହାକୁ ପ୍ରମାଣ କରିଦେଖାଇଛନ୍ତି ରେବତୀ ଥାଙ୍ଗାଭେଲୁ। ସେ 93 ବର୍ଷ ବୟସରେ ଇଂରାଜୀରେ PhD ଡିଗ୍ରୀ ହାସଲ କରିଛନ୍ତି । ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Special
ଅମଳ ବେଳେ ଉତ୍ପାତ କରୁଛନ୍ତି ବାର୍ହା, ହାତୀ; ଚିନ୍ତାରେ କନ୍ଦମୂଳ ଚାଷୀ
ଢେଙ୍କାନାଳ କନ୍ଦମୂଳ ସ୍ୱାଦ ଓ ଚାହିଦା ମଧ୍ୟ ଭଲ ରହିଛି। ଏଠାରୁ ଅମଳ ହେଉଥିବା କନ୍ଦମୂଳ ଶ୍ରୀକ୍ଷେତ୍ର ଯାଉଛି। କୁହାଯାଉଛି ମହାପ୍ରଭୁଙ୍କ ମହାପ୍ରସାଦରେ ଢେଙ୍କାନାଳ କନ୍ଦମୂଳ ଲାଗି ହେଉଛି।
Special
୧୯୭୧ ଯୁଦ୍ଧରେ ଧୂଳି ଚାଟିଥିଲା ପାକିସ୍ତାନ; ଅନୁଭୂତି ବଖାଣିଲେ ଓଡ଼ିଆ ନୌବୀର
ଡିସେମ୍ବର ୪ ତାରିଖ ରାତିରେ ଧୂଳିସାତ୍ ହୋଇଥିଲା କରାଚୀ ବନ୍ଦର। ଶତ୍ରୁ ଛାତିରେ ତାଣ୍ଡବ ରଚିଥିଲା ଭାରତୀୟ ନୌସେନା। ନିଜ ଅନୁଭୂତି ବଖାଣିଲେ 'ଅପରେସନ୍ ଟ୍ରାଇଡେଣ୍ଟ'ରେ ସାମିଲ ଓଡ଼ିଆ ନୌବୀର।
Special
ମୋତେ ଭାତ ମୁଠାଏ ଦରକାର... ପୁଅ-ବୋହୂ କହିଲେ, ଜରାଶ୍ରମରେ କାହିଁକି ରହିବନି?
୫ ବର୍ଷ ତଳେ ହଠାତ୍ ଶୁକଦେବଙ୍କ ଜୀବନର ଗତିପଥ ବଦଳିଥିଲା। ଅଭିଯୋଗ ଅନୁସାରେ ଘର ତିଆରି ବାହାନାରେ ଜାଗା ହଡ୍ପ ପାଇଁ ରେବତୀଙ୍କୁ ପାଖକୁ ନେବାକୁ ପୁଅବୋହୂ ଥୋପ ପକାଇଥିଲେ। ଆଉ ଖେଳିଥିଲେ ମମତା କାର୍ଡ।