ଏ ହେଉଛି ସେଇ ଘାଟ। ଆଉ ସେ ଦିନ ଥିଲା ବାଜି ରାଉତଙ୍କ ପାଳି । ଆସିଲେ ଗୋରା ସାହେବ, କହିଲେ ଘାଟ ପାର କରାଇଦେ । ହେଲେ ବାଜିଆ କଣ ଛାଡିବା ପିଲା । ବୟସ ସିନା ୧୨ ବର୍ଷ, ତାଙ୍କୁ ଗୋରା ସାହେବର ଜୁଲମ ବେଶ ଜଣାଥିଲା । ଏଇ ବର ଗଛ ହୁଏତ ସାକ୍ଷୀଥିବ ସେ ଦିନ କଣ ଘଟିଥିଲା ବାଜି ରାଉତଙ୍କ ସଙ୍ଗେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Special
ଅମଳ ବେଳେ ଉତ୍ପାତ କରୁଛନ୍ତି ବାର୍ହା, ହାତୀ; ଚିନ୍ତାରେ କନ୍ଦମୂଳ ଚାଷୀ
ଢେଙ୍କାନାଳ କନ୍ଦମୂଳ ସ୍ୱାଦ ଓ ଚାହିଦା ମଧ୍ୟ ଭଲ ରହିଛି। ଏଠାରୁ ଅମଳ ହେଉଥିବା କନ୍ଦମୂଳ ଶ୍ରୀକ୍ଷେତ୍ର ଯାଉଛି। କୁହାଯାଉଛି ମହାପ୍ରଭୁଙ୍କ ମହାପ୍ରସାଦରେ ଢେଙ୍କାନାଳ କନ୍ଦମୂଳ ଲାଗି ହେଉଛି।
Special
୧୯୭୧ ଯୁଦ୍ଧରେ ଧୂଳି ଚାଟିଥିଲା ପାକିସ୍ତାନ; ଅନୁଭୂତି ବଖାଣିଲେ ଓଡ଼ିଆ ନୌବୀର
ଡିସେମ୍ବର ୪ ତାରିଖ ରାତିରେ ଧୂଳିସାତ୍ ହୋଇଥିଲା କରାଚୀ ବନ୍ଦର। ଶତ୍ରୁ ଛାତିରେ ତାଣ୍ଡବ ରଚିଥିଲା ଭାରତୀୟ ନୌସେନା। ନିଜ ଅନୁଭୂତି ବଖାଣିଲେ 'ଅପରେସନ୍ ଟ୍ରାଇଡେଣ୍ଟ'ରେ ସାମିଲ ଓଡ଼ିଆ ନୌବୀର।
Special
ମୋତେ ଭାତ ମୁଠାଏ ଦରକାର... ପୁଅ-ବୋହୂ କହିଲେ, ଜରାଶ୍ରମରେ କାହିଁକି ରହିବନି?
୫ ବର୍ଷ ତଳେ ହଠାତ୍ ଶୁକଦେବଙ୍କ ଜୀବନର ଗତିପଥ ବଦଳିଥିଲା। ଅଭିଯୋଗ ଅନୁସାରେ ଘର ତିଆରି ବାହାନାରେ ଜାଗା ହଡ୍ପ ପାଇଁ ରେବତୀଙ୍କୁ ପାଖକୁ ନେବାକୁ ପୁଅବୋହୂ ଥୋପ ପକାଇଥିଲେ। ଆଉ ଖେଳିଥିଲେ ମମତା କାର୍ଡ।
Special
ଅର୍ବାନ ମାଜେଷ୍ଟିକ୍ କାମ ବନ୍ଦ କରିବାକୁ ନିର୍ଦ୍ଦେଶ!
କିଟ୍ ଛକଠାରୁ ମାତ୍ର କିଛି ଦୂରରେ ଥିବା ଏହି ୫ ଏକର ଜମିକୁ ୧୯୭୯ ମସିହାରେ ଶିଳ୍ପ ପ୍ରତିଷ୍ଠା ପାଇଁ ପାଲଟ୍ରୋନିକ୍ସ ଆଲାଏଡ୍ ଇଣ୍ଡଷ୍ଟ୍ରିଜର ପ୍ରୋପାଇଟର ତେଜପାଲ ସିଂହଙ୍କୁ ୯୯ ବର୍ଷ ଲିଜରେ ଦିଆଯାଇଥିଲା।