ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ରବିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ରାଜ୍ୟପାଳ ରତ୍ନ ଭଣ୍ଡାର ଖୋଲିବା ଉପରେ ମତ ରଖିଛନ୍ତି । ସେ କହିଛନ୍ତି, 'ତୁରନ୍ତ ରାଜ୍ୟ ସରକାର ରତ୍ନ ଭଣ୍ଡାର ଖୋଲି ମହାପ୍ରଭୁଙ୍କ ରତ୍ନ ଅଳଙ୍କାରର ଗଣତି କରନ୍ତୁ, ପ୍ରତି ୩ ବର୍ଷରେ ଥରେ ରତ୍ନ ଭଣ୍ଡାର ଖୋଲିବାର ନିୟମ ଥିବାବେଳେ ସରକାର କାହିଁକି ରତ୍ନ ଭଣ୍ଡାର ଖୋଲୁ ନାହାନ୍ତି ? ମୁଁ ଆଇନ ମନ୍ତ୍ରୀ ଥିବାବେଳେ ୧୯୭୮ ମସିହାରେ ରତ୍ନ ଭଣ୍ଡାର ଖୋଲିଥିଲା ।'
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
୧୯୭୧ ଯୁଦ୍ଧରେ ଧୂଳି ଚାଟିଥିଲା ପାକିସ୍ତାନ; ଅନୁଭୂତି ବଖାଣିଲେ ଓଡ଼ିଆ ନୌବୀର
ଡିସେମ୍ବର ୪ ତାରିଖ ରାତିରେ ଧୂଳିସାତ୍ ହୋଇଥିଲା କରାଚୀ ବନ୍ଦର। ଶତ୍ରୁ ଛାତିରେ ତାଣ୍ଡବ ରଚିଥିଲା ଭାରତୀୟ ନୌସେନା। ନିଜ ଅନୁଭୂତି ବଖାଣିଲେ 'ଅପରେସନ୍ ଟ୍ରାଇଡେଣ୍ଟ'ରେ ସାମିଲ ଓଡ଼ିଆ ନୌବୀର।
Special
ମୋତେ ଭାତ ମୁଠାଏ ଦରକାର... ପୁଅ-ବୋହୂ କହିଲେ, ଜରାଶ୍ରମରେ କାହିଁକି ରହିବନି?
୫ ବର୍ଷ ତଳେ ହଠାତ୍ ଶୁକଦେବଙ୍କ ଜୀବନର ଗତିପଥ ବଦଳିଥିଲା। ଅଭିଯୋଗ ଅନୁସାରେ ଘର ତିଆରି ବାହାନାରେ ଜାଗା ହଡ୍ପ ପାଇଁ ରେବତୀଙ୍କୁ ପାଖକୁ ନେବାକୁ ପୁଅବୋହୂ ଥୋପ ପକାଇଥିଲେ। ଆଉ ଖେଳିଥିଲେ ମମତା କାର୍ଡ।
Special
ଅର୍ବାନ ମାଜେଷ୍ଟିକ୍ କାମ ବନ୍ଦ କରିବାକୁ ନିର୍ଦ୍ଦେଶ!
କିଟ୍ ଛକଠାରୁ ମାତ୍ର କିଛି ଦୂରରେ ଥିବା ଏହି ୫ ଏକର ଜମିକୁ ୧୯୭୯ ମସିହାରେ ଶିଳ୍ପ ପ୍ରତିଷ୍ଠା ପାଇଁ ପାଲଟ୍ରୋନିକ୍ସ ଆଲାଏଡ୍ ଇଣ୍ଡଷ୍ଟ୍ରିଜର ପ୍ରୋପାଇଟର ତେଜପାଲ ସିଂହଙ୍କୁ ୯୯ ବର୍ଷ ଲିଜରେ ଦିଆଯାଇଥିଲା।
Special
ମିଳୁଛି ସରକାରଙ୍କ ପ୍ରୋତ୍ସାହନ, ବଢୁଛି ଆଳୁ ଚାଷ ପ୍ରତି ଚାଷୀଙ୍କ ଆଗ୍ରହ
ଖଣି ଖାଦାନ ଭରା କେନ୍ଦୁଝର ଜିଲ୍ଲାରେ ଆଳୁ ଚାଷ ପାଇଁ ଅନୁକୂଳ ପରିବେଶ ରହିଛି। ବୈତରଣୀ ପରି ଚୀର ସ୍ରୋତା ନଦୀ ବୋହି ଯାଇଥିବା ବେଳେ କାନପୁର, ଦେଓ ଜଳ ସେଚନ ପ୍ରକଳ୍ପ, ସାପୁଆ ଡ୍ୟାମ ଓ ବଡ଼ବଡ଼ ନାଳ ଜିଲ୍ଲାରେ ରହିଛି।
Special
ଆମ ସମ୍ବିଧାନ, ଆମ ସମ୍ମାନ
ଭାରତୀୟ ସମ୍ବିଧାନ କ’ଣ ବୋଲି ବ୍ୟାଖ୍ୟା କରିବାକୁ ଯାଇ ସମ୍ବିଧାନ ପ୍ରଣୟନ କମିଟିର ମୁଖ୍ୟ ଡକ୍ଟର ଭୀମରାଓ ଆମ୍ବଦକର ଏକଦା କହିଥିଲେ, ‘ଏହା କେବଳ ଆଇନଜୀବୀର ନଥିପତ୍ର ନୁହେଁ, ଏହା ହେଉଛି ଜୀବନର ଯାନ ଏବଂ ଏହାର ଭାବ ହେଉଛି ସମୟର ଭାବ।’