ବାଲେଶ୍ୱର ଫକିର ମୋହନ ଜୁନିୟର କଲେଜର ଯୁକ୍ତ ଦୁଇ କଳାରେ ପଢ଼ନ୍ତି ରୂପକ ଦଳେଇ। ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ବ୍ଲକ ନଚ୍ଛିପୁର ଗାଁରେ। ରୂପକ ଜଣେ ମେଧାବୀ ଛାତ୍ର ହୋଇଥିବାବେଳେ ତାଙ୍କ ପାଠପଢ଼ାରେ ବାଧକ ସାଜିଛି ଅର୍ଥ। ରୂପକଙ୍କ ବାପା ଗାଁରେ ଦିନ ମଜୁରିଆ ଭାବେ କାମ କରନ୍ତି। ପୁଅର ସଂପୂର୍ଣ୍ଣ ପାଠପଢ଼ା ଖର୍ଚ୍ଚ ବହନ କରିବା ତାଙ୍କ ପକ୍ଷରେ ସମ୍ଭବ ନୁହେଁ। ହଷ୍ଟେଲ ଖର୍ଚ୍ଚ ଓ ପାଠ ପଢ଼ା ଖର୍ଚ୍ଚ ବାବଦକୁ ବାପା ଦେଉଥିବା ଟଙ୍କା ଅଣ୍ଟୁ ନଥିବାରୁ ପରିବାର ଉପରେ ନିର୍ଭର ନକରି ନିଜ ଖର୍ଚ୍ଚ ନିଜେ ଉଠାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି ରୂପକ। ସେଥିପାଇଁ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ଚୁଟି କାଟୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Special
ଅମଳ ବେଳେ ଉତ୍ପାତ କରୁଛନ୍ତି ବାର୍ହା, ହାତୀ; ଚିନ୍ତାରେ କନ୍ଦମୂଳ ଚାଷୀ
ଢେଙ୍କାନାଳ କନ୍ଦମୂଳ ସ୍ୱାଦ ଓ ଚାହିଦା ମଧ୍ୟ ଭଲ ରହିଛି। ଏଠାରୁ ଅମଳ ହେଉଥିବା କନ୍ଦମୂଳ ଶ୍ରୀକ୍ଷେତ୍ର ଯାଉଛି। କୁହାଯାଉଛି ମହାପ୍ରଭୁଙ୍କ ମହାପ୍ରସାଦରେ ଢେଙ୍କାନାଳ କନ୍ଦମୂଳ ଲାଗି ହେଉଛି।
Special
୧୯୭୧ ଯୁଦ୍ଧରେ ଧୂଳି ଚାଟିଥିଲା ପାକିସ୍ତାନ; ଅନୁଭୂତି ବଖାଣିଲେ ଓଡ଼ିଆ ନୌବୀର
ଡିସେମ୍ବର ୪ ତାରିଖ ରାତିରେ ଧୂଳିସାତ୍ ହୋଇଥିଲା କରାଚୀ ବନ୍ଦର। ଶତ୍ରୁ ଛାତିରେ ତାଣ୍ଡବ ରଚିଥିଲା ଭାରତୀୟ ନୌସେନା। ନିଜ ଅନୁଭୂତି ବଖାଣିଲେ 'ଅପରେସନ୍ ଟ୍ରାଇଡେଣ୍ଟ'ରେ ସାମିଲ ଓଡ଼ିଆ ନୌବୀର।
Special
ମୋତେ ଭାତ ମୁଠାଏ ଦରକାର... ପୁଅ-ବୋହୂ କହିଲେ, ଜରାଶ୍ରମରେ କାହିଁକି ରହିବନି?
୫ ବର୍ଷ ତଳେ ହଠାତ୍ ଶୁକଦେବଙ୍କ ଜୀବନର ଗତିପଥ ବଦଳିଥିଲା। ଅଭିଯୋଗ ଅନୁସାରେ ଘର ତିଆରି ବାହାନାରେ ଜାଗା ହଡ୍ପ ପାଇଁ ରେବତୀଙ୍କୁ ପାଖକୁ ନେବାକୁ ପୁଅବୋହୂ ଥୋପ ପକାଇଥିଲେ। ଆଉ ଖେଳିଥିଲେ ମମତା କାର୍ଡ।
Special
ଅର୍ବାନ ମାଜେଷ୍ଟିକ୍ କାମ ବନ୍ଦ କରିବାକୁ ନିର୍ଦ୍ଦେଶ!
କିଟ୍ ଛକଠାରୁ ମାତ୍ର କିଛି ଦୂରରେ ଥିବା ଏହି ୫ ଏକର ଜମିକୁ ୧୯୭୯ ମସିହାରେ ଶିଳ୍ପ ପ୍ରତିଷ୍ଠା ପାଇଁ ପାଲଟ୍ରୋନିକ୍ସ ଆଲାଏଡ୍ ଇଣ୍ଡଷ୍ଟ୍ରିଜର ପ୍ରୋପାଇଟର ତେଜପାଲ ସିଂହଙ୍କୁ ୯୯ ବର୍ଷ ଲିଜରେ ଦିଆଯାଇଥିଲା।