ନାସା ଆଖିରେ ଓଡ଼ିଶାରେ ଗରିବୀ ଏବେ ବି ଭରି ରହିଛି। ଆମେରିକୀୟ ସଂସ୍ଥା ନାସାର ସେଡାକ୍ ବା ସୋସିଓଡେମୋଗ୍ରାଫିକ୍ ଆଣ୍ଡ୍ ସାଟେଲାଇଟ୍ ଇନପୁଟ୍ସ ପକ୍ଷରୁ ପ୍ରସ୍ତୁତ ସର୍ବଶେଷ ରିପୋର୍ଟରେ ଗରିବୀରେ ଓଡ଼ିଶା ଏବେ ବି ଦେଶର ତଳ ଆଡ଼େ ରହିଛି। ଦେଶର ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୧୦ ବର୍ଷର ତଥ୍ୟ ଓ ସାଟେଲାଇଟ୍ ଇମେଜକୁ ଦେଖିଲେ ଓଡ଼ିଶାରେ ଗରିବୀ ବା ଡେପ୍ରିଭେସନ୍ ଚିନ୍ତାଜନକ ସ୍ତରରେ ରହିଛି। ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ରଶାସିତ ଅଂଚଳ ଭିତରେ ଓଡ଼ିଶା ଏବେ ବି ତଳଆଡୁ ୭ ନମ୍ବରରେ ରହିଛି। ନାସାର ସ୍କୋରରେ ୭୦ ଉପରକୁ ମାର୍କ ଥିବା ରାଜ୍ୟ ଭିତରେ ରହିଛି ଓଡ଼ିଶା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆତ୍ମସମର୍ପଣର ୧୬ ବର୍ଷ ପରେ ସୂର୍ୟାମଙ୍କ ଘରେ ପହଞ୍ଚିଲା ଆନ୍ଧ୍ର ପୁଲିସ
ସୂର୍ଯ୍ୟମ୍ ମାଓ ସଙ୍ଗଠନରେ ଥିବା ବେଳେ ପ୍ରେମରେ ପଡ଼ିଥିଲେ। ସେହି ସଂଗଠନରେ କାର୍ଯ୍ୟ କରୁଥିବା ପବିତ୍ରା ନାୟକଙ୍କୁ ସେ ପ୍ରେମ କରୁଥିଲେ। ପରବର୍ତ୍ତୀ ସେ ପବିତ୍ରାଙ୍କୁ ପ୍ରେମ ବିବାହ କରିଥିଲେ। ପ୍ରେମ ବିବାହ ପରେ ବେଶୀ ଦିନ ସଙ୍ଗଠନରେ ରହି ପାରିନଥିଲେ।
Special
ଜେଲରୁ MA ପଢିବେ କୁଖ୍ୟାତ ମାଓନେତା ସବ୍ୟସାଚୀ ପଣ୍ଡା
ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ କାଟୁଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ଓଡ଼ିଶା ଷ୍ଟେଟ୍ ଓପନ ୟୁନିଭର୍ସିଟିରୁ ପବ୍ଲିକ୍ ଆଡମିନିଷ୍ଟ୍ରେସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବାକୁ ପଢୁଛନ୍ତି ପାଠ।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Special
ଜନ୍ମମାଟିର ମୋହ ବର୍ଷାଙ୍କୁ ଇଟାଲୀରୁ ଓଡ଼ିଶା ଟାଣି ଆଣିଛି
ଠିକଣା ଖୋଜୁଥିବା ବର୍ଷା ଶେଷରେ ପାଇଲେ ନୂଆ ଠିକଣା। ଆଉ ବାପା-ମାଆଙ୍କ ସହିତ ଗଲେ ବିଦେଶ। ଇଟାଲୀରେ ପାଠ ପଢ଼ିଲେ। ଏନ୍ରିକୋ ଭୋଲୋପ ଓ ତାଙ୍କ ପତ୍ନୀ ଡକ୍ଟର ପଟ୍ରଜିଆ ଜରଜୋଟି ନିଜର ଝିଅ ବର୍ଷାକୁ ବହୁ ଭଲ ପାଉଥିଲେ।
Special
କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ସମାନ ଅବସ୍ଥା; କମ୍ପ୍ୟୁଟର ଅଛି, ପଢ଼ାଇବାକୁ ଶିକ୍ଷକ ନାହାନ୍ତି
ତତ୍କାଳୀନ ବିଜେଡି ସରକାର ଶିକ୍ଷକ ନିଯୁକ୍ତିର କୌଣସି ବିଦ୍ଧିବଧ ବ୍ୟବସ୍ଥା ନକରି କୋଟି କୋଟି ଟଙ୍କାରେ ଏ ସବୁ କମ୍ପ୍ୟୁଟର କାହାକିଁ ଓ କାହା ଉଦ୍ଦେଶ୍ୟରେ କିଣିଥିଲେ, ତାକୁ ନେଇ ଉଠିଛି ପ୍ରଶ୍ନ।