Advertisment

‘ମୋ ରକ୍ତ ସଂପର୍କୀୟ କେହି ଆସିଲେନି’

ଶେଷରେ ମେଡିକାଲ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସହାୟତାରେ ଦିଲ୍ଲୀପଙ୍କୁ ଘରୁ ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

author-image
Manoj Swain

ମୋ ରକ୍ତ ସଂପର୍କୀୟ କେହି ଆସିଲେନି କି ପଚାରିଲେନି ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ । ଶେଷରେ ମେଡିକାଲ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସହାୟତାରେ ଦିଲ୍ଲୀପଙ୍କୁ ଘରୁ ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment
Odisha Naveen Patnaik