Advertisment

‘ମୋ ରକ୍ତ ସଂପର୍କୀୟ କେହି ଆସିଲେନି’

ଶେଷରେ ମେଡିକାଲ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସହାୟତାରେ ଦିଲ୍ଲୀପଙ୍କୁ ଘରୁ ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

ମୋ ରକ୍ତ ସଂପର୍କୀୟ କେହି ଆସିଲେନି କି ପଚାରିଲେନି ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ । ଶେଷରେ ମେଡିକାଲ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସହାୟତାରେ ଦିଲ୍ଲୀପଙ୍କୁ ଘରୁ ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment
Naveen Patnaik Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe