ନୂଆ ବର୍ଷରେ ଓଡ଼ିଶା ଦେଖିବ ନୂଆ ପୁଲିସ ଡିଜିପି

ନୂଆ ବର୍ଷରେ ଓଡ଼ିଶା ଦେଖିବ ନୂଆ ପୁଲିସ ଡିଜି ବା ଡିଜିପି। କାରଣ ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି ମିଳିଛି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର।

Manoj Swain
  • Published: Sunday, 19 November 2023
  • Updated: 19 November 2023, 04:39 PM IST

Sports

Latest News

ନୂଆ ବର୍ଷରେ ଓଡ଼ିଶା ଦେଖିବ ନୂଆ ପୁଲିସ ଡିଜି ବା ଡିଜିପି। କାରଣ ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି ମିଳିଛି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ସହିତ  ରାଜ୍ୟର ପରବର୍ତ୍ତୀ ପୁଲିସ ମୁଖିଆ କିଏ ହେବେ, ସେନେଇ ଚର୍ଚ୍ଚା ଆହୁରି ଜୋର ଧରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos