Advertisment

ନୂଆ ବର୍ଷରେ ଓଡ଼ିଶା ଦେଖିବ ନୂଆ ପୁଲିସ ଡିଜିପି

ନୂଆ ବର୍ଷରେ ଓଡ଼ିଶା ଦେଖିବ ନୂଆ ପୁଲିସ ଡିଜି ବା ଡିଜିପି। କାରଣ ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି ମିଳିଛି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର।

Advertisment

ନୂଆ ବର୍ଷରେ ଓଡ଼ିଶା ଦେଖିବ ନୂଆ ପୁଲିସ ଡିଜି ବା ଡିଜିପି। କାରଣ ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି ମିଳିଛି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ସହିତ  ରାଜ୍ୟର ପରବର୍ତ୍ତୀ ପୁଲିସ ମୁଖିଆ କିଏ ହେବେ, ସେନେଇ ଚର୍ଚ୍ଚା ଆହୁରି ଜୋର ଧରିଛି।

Advertisment
Odisha DGP Odisha Police
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe