Advertisment

କାନ୍ଦି କାନ୍ଦି ଭତ୍ତା ମାଗୁଛନ୍ତି ନବୀନଙ୍କ ଭାଇ

ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କଲେ ମୁଖ୍ୟମନ୍ତ୍ରୀଙ୍କ ଭାଇ। ନିଜକୁ ଅସହାୟ ଦର୍ଶାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ଡାକ୍ତର ଜର୍ଜ ପଟ୍ଟନାୟକଙ୍କ ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକ ।

author-image
Manoj Swain

ବାର୍ଦ୍ଧକ୍ୟ ଭତ୍ତା ଆବେଦନ କଲେ ମୁଖ୍ୟମନ୍ତ୍ରୀଙ୍କ ବଡବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ ଯୋଜନା ବାର୍ଦ୍ଧକ୍ୟ ଭତ୍ତା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ନିଜକୁ ସାମିଲ କରିବାକୁ ସେ ଆବେଦନ କରିଛନ୍ତି ।

Advertisment
Odisha Naveen Patnaik