Naveens Brother Asking For Old Age Pension|କାନ୍ଦି କାନ୍ଦି ଭତ୍ତା ମାଗୁଛନ୍ତି ନବୀନଙ୍କ ଭାଇ|Odisha Reporter
Advertisment
ବାର୍ଦ୍ଧକ୍ୟ ଭତ୍ତା ଆବେଦନ କଲେ ମୁଖ୍ୟମନ୍ତ୍ରୀଙ୍କ ବଡବାପା ପୁଅ ଭାଇ ଦିଲ୍ଲୀପ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ ଯୋଜନା ବାର୍ଦ୍ଧକ୍ୟ ଭତ୍ତା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ନିଜକୁ ସାମିଲ କରିବାକୁ ସେ ଆବେଦନ କରିଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us