Advertisment

ମୃତ୍ୟୁ ପରେ ବି ଅମର ହୋଇଗଲେ ଶୁଭୋଜିତ

ସ୍କୁଲରେ ହଠାତ୍‌ ଚେତା ହରାଇ ତଳେ ପଡ଼ିଗଲେ ଶୁଭୋଜିତ। ପରୀକ୍ଷା ହଲ୍‌ରେ ଥିବା ମାଡ଼ାମ ଓ ଅନ୍ୟମାନେ ତାଙ୍କୁ ଉଦ୍ଧାର କରି ଶିଶୁ ଭବନରେ ଭର୍ତ୍ତି କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ।

ଅଦ୍ୟତନ ହୋଇଛି
Advertisment

ଭୁବନେଶ୍ଵର କଳ୍ପନା ଅଞ୍ଚଳର ବିଶ୍ୱଜିତ୍ ସାହୁଙ୍କ ପୁଅ ହେଉଛନ୍ତି ଶୁଭୋଜିତ। ବୟସ ୮ ବର୍ଷ ହେବ। ବିଜେବି ଇଲିଂଶ ମିଡ଼ିୟମ୍‌ ସ୍କୁଲରେ ପାଠ ପଢ଼ୁଥିଲେ। ଗତ ବୁଧବାର ଦିନ ପରୀକ୍ଷା ଥିବାରୁ ବାପା ଓ ମାଆଙ୍କ ଭୂମିଷ୍ଟ ପ୍ରଣାମ କରି ଘରୁ ବାହାରିଥିଲେ। ଖୁସି ମନରେ ପରୀକ୍ଷା ଦେବା ପାଇଁ ସ୍କୁଲ୍‌ ଯାଇଥିଲେ। ସ୍କୁଲରେ ପ୍ରାର୍ଥନା ସରିବା ପରେ ପରୀକ୍ଷା ହଲ୍‌ରେ ବସିଥିଲେ ଶୁଭୋଜିତ। ପରୀକ୍ଷା ଆରମ୍ଭ ହୋଇଥିଲା। ପାଖ ସିଟ୍‌ରେ ବସିଥିବା ବନ୍ଧୁଙ୍କ ସହିତ କଥା ହେଉଥିବା ବେଳେ ହଠାତ୍‌ ଚେତା ହରାଇ ତଳେ ପଡ଼ିଗଲେ ଶୁଭୋଜିତ। ପରୀକ୍ଷା ହଲ୍‌ରେ ଥିବା ମାଡ଼ାମ ଓ ଅନ୍ୟମାନେ ତାଙ୍କୁ ଉଦ୍ଧାର କରି ଶିଶୁ ଭବନରେ ଭର୍ତ୍ତି କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe