Advertisment

ଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନା ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିଲେ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ।

author-image
Manoj Swain

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନା ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିଲେ ।  ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ।

Advertisment
Odisha Bhubaneswar Draupadi Murmu