ବାହାଘର ସରିଯାଇଥାଏ, ଚତୁର୍ଥୀ ଦିନ ଅପରାହ୍ନ, ଆର୍ମି ଅଫିସରୁ ଆସି ପହଞ୍ଚିଥିଲା ଟେଲିଗ୍ରାମ । ଭାରତ-ଚୀନ ଯୁଦ୍ଧ ସ୍ଥିତି ଯୋଗୁଁ ତୁରନ୍ତ କାର୍ଯ୍ୟସ୍ଥଳରେ ଯୋଗଦେବାକୁ ଆସିଥିଲା ଜରୁରୀ ସନ୍ଦେଶ । ଏ କଥା ଜାଣିବା ପରେ ପରିବାର ବନ୍ଧୁବାନ୍ଧବ ସମସ୍ତଙ୍କ ବାରଣ ସତ୍ତ୍ୱେ କାହାରିକଥା ନଶୁଣି ଚାଲିଯାଇଥିଲେ ଯୁଦ୍ଧ କ୍ଷେତ୍ରକୁ । ଗଲାବେଳେ ନବ ବିବାହିତା ପତ୍ନୀକୁ ଥରେ ମନପୁରଇ ଦେଖିବା ପାଇଁ ଦୌଡ଼ି ଯାଇଥିଲେ । ଆଉ କଥାଦେଇ ଯାଇଥିଲେ ମୋ କଥା ଆଦୌ ଚିନ୍ତା କରିବ ନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Special
ଅମଳ ବେଳେ ଉତ୍ପାତ କରୁଛନ୍ତି ବାର୍ହା, ହାତୀ; ଚିନ୍ତାରେ କନ୍ଦମୂଳ ଚାଷୀ
ଢେଙ୍କାନାଳ କନ୍ଦମୂଳ ସ୍ୱାଦ ଓ ଚାହିଦା ମଧ୍ୟ ଭଲ ରହିଛି। ଏଠାରୁ ଅମଳ ହେଉଥିବା କନ୍ଦମୂଳ ଶ୍ରୀକ୍ଷେତ୍ର ଯାଉଛି। କୁହାଯାଉଛି ମହାପ୍ରଭୁଙ୍କ ମହାପ୍ରସାଦରେ ଢେଙ୍କାନାଳ କନ୍ଦମୂଳ ଲାଗି ହେଉଛି।
Special
୧୯୭୧ ଯୁଦ୍ଧରେ ଧୂଳି ଚାଟିଥିଲା ପାକିସ୍ତାନ; ଅନୁଭୂତି ବଖାଣିଲେ ଓଡ଼ିଆ ନୌବୀର
ଡିସେମ୍ବର ୪ ତାରିଖ ରାତିରେ ଧୂଳିସାତ୍ ହୋଇଥିଲା କରାଚୀ ବନ୍ଦର। ଶତ୍ରୁ ଛାତିରେ ତାଣ୍ଡବ ରଚିଥିଲା ଭାରତୀୟ ନୌସେନା। ନିଜ ଅନୁଭୂତି ବଖାଣିଲେ 'ଅପରେସନ୍ ଟ୍ରାଇଡେଣ୍ଟ'ରେ ସାମିଲ ଓଡ଼ିଆ ନୌବୀର।
Special
ମୋତେ ଭାତ ମୁଠାଏ ଦରକାର... ପୁଅ-ବୋହୂ କହିଲେ, ଜରାଶ୍ରମରେ କାହିଁକି ରହିବନି?
୫ ବର୍ଷ ତଳେ ହଠାତ୍ ଶୁକଦେବଙ୍କ ଜୀବନର ଗତିପଥ ବଦଳିଥିଲା। ଅଭିଯୋଗ ଅନୁସାରେ ଘର ତିଆରି ବାହାନାରେ ଜାଗା ହଡ୍ପ ପାଇଁ ରେବତୀଙ୍କୁ ପାଖକୁ ନେବାକୁ ପୁଅବୋହୂ ଥୋପ ପକାଇଥିଲେ। ଆଉ ଖେଳିଥିଲେ ମମତା କାର୍ଡ।
Special
ଅର୍ବାନ ମାଜେଷ୍ଟିକ୍ କାମ ବନ୍ଦ କରିବାକୁ ନିର୍ଦ୍ଦେଶ!
କିଟ୍ ଛକଠାରୁ ମାତ୍ର କିଛି ଦୂରରେ ଥିବା ଏହି ୫ ଏକର ଜମିକୁ ୧୯୭୯ ମସିହାରେ ଶିଳ୍ପ ପ୍ରତିଷ୍ଠା ପାଇଁ ପାଲଟ୍ରୋନିକ୍ସ ଆଲାଏଡ୍ ଇଣ୍ଡଷ୍ଟ୍ରିଜର ପ୍ରୋପାଇଟର ତେଜପାଲ ସିଂହଙ୍କୁ ୯୯ ବର୍ଷ ଲିଜରେ ଦିଆଯାଇଥିଲା।