‘ତୁମ ଗୋଡ଼ ଧରୁଛି ଆମକୁ ନ୍ୟାୟ ଦିଅନ୍ତୁ’ | Odisha Reporter
ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଦୈତ୍ୟରାଜ୍ ନାୟକ ନାମକ ଯୁବକ ହତ୍ୟାର ଶିକାର ହୋଇଥିଲେ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
