Advertisment

‘ତୁମ ଗୋଡ଼ ଧରୁଛି ଆମକୁ ନ୍ୟାୟ ଦିଅନ୍ତୁ’

ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଦୈତ୍ୟରାଜ୍ ନାୟକ ନାମକ ଯୁବକ ହତ୍ୟାର ଶିକାର ହୋଇଥିଲେ ।

Advertisment

ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଦୈତ୍ୟରାଜ୍ ନାୟକ ନାମକ ଯୁବକ ହତ୍ୟାର ଶିକାର ହୋଇଥିଲେ ।

Advertisment
Odisha Bhubaneswar Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe