ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଇଂଲଣ୍ଡ-ୱେଷ୍ଟଇଣ୍ଡିଜ, ପାକିସ୍ତାନ-ବାଂଲାଦେଶ ମୁକାବିଲା

ମୁମ୍ବାଇ/କୋଲକାତା: ଟି-ଟ୍ୱେଣ୍ଟି ବିଶ୍ୱକପରେ ଆଜି ଦୁଇଟି ମ୍ୟାଚ୍‌ ଖେଳାଯିବ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଗ୍ରୁପ୍‌-1ର ମ୍ୟାଚ୍‌ ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବ। ଭାରତୀୟ ସମୟ ଅପରାହ୍ନ ୩ଟାରେ ଏହି ମ୍ୟାଚ୍‌ ଖେଳାଯିବ।  ଆଜିର ଦ୍ୱିତୀୟ ମ୍ୟାଚ୍‌ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବ। କୋଲକାତାର ଇଡେନ ଗାର୍ଡେନରେ ଏହି ମ୍ୟାଚ୍‌ ରାତି ୭ଟା ୩୦ରେ ଆରମ୍ଭ ହେବ। ମଙ୍ଗଳବାରଠାରୁ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଆରମ୍ଭ ହୋଇଛି। ଗତକାଲି ଉଦ୍‌ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ଶୋଚନୀୟ ଭାବେ ପରାସ୍ତ […]

t-20

t-20

Rakesh Mallick
  • Published: Wednesday, 16 March 2016
  • Updated: 16 March 2016, 05:16 AM IST

Sports

Latest News

ମୁମ୍ବାଇ/କୋଲକାତା: ଟି-ଟ୍ୱେଣ୍ଟି ବିଶ୍ୱକପରେ ଆଜି ଦୁଇଟି ମ୍ୟାଚ୍‌ ଖେଳାଯିବ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଗ୍ରୁପ୍‌-1ର ମ୍ୟାଚ୍‌ ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବ। ଭାରତୀୟ ସମୟ ଅପରାହ୍ନ ୩ଟାରେ ଏହି ମ୍ୟାଚ୍‌ ଖେଳାଯିବ।

 ଆଜିର ଦ୍ୱିତୀୟ ମ୍ୟାଚ୍‌ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବ। କୋଲକାତାର ଇଡେନ ଗାର୍ଡେନରେ ଏହି ମ୍ୟାଚ୍‌ ରାତି ୭ଟା ୩୦ରେ ଆରମ୍ଭ ହେବ।

ମଙ୍ଗଳବାରଠାରୁ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଆରମ୍ଭ ହୋଇଛି। ଗତକାଲି ଉଦ୍‌ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ଶୋଚନୀୟ ଭାବେ ପରାସ୍ତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story