ନୂଆଦିଲ୍ଲୀ: ନିକଟରେ ଶେଷ ହୋଇଥିବା ଆଇସିସି କ୍ରିକେଟ୍ ବିଶ୍ୱକପରେ ସେମି ଫାଇନାଲରୁ ବାହାରି ଯିବା ସତ୍ତ୍ୱେ ଭାରତୀୟ ଦଳର ଦିନିକିଆ ର୍ୟାଙ୍କିଙ୍ଗ୍ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ଦଳ ଆଇସିସିର ମାନ୍ୟତା ତାଲିକାରେ ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ଭାରତୀୟ ଦଳ ୧୧୬ ପଏଣ୍ଟ ପାଇ ଦ୍ୱିତୀୟ ନମ୍ବରରେ ରହିଥିବା ବେଳେ ବିଶ୍ୱକପ୍ ବିଜୟୀ ୧୨୨ ପଏଣ୍ଟ ପାଇ ତାଲିକା ଶୀର୍ଷରେ ରହିଛି । ଦକ୍ଷିଣ ଆଫ୍ରିକା (୧୧୨), ଶ୍ରୀଲଙ୍କା (୧୦୮), ନୁ୍ୟଜିଲାଣ୍ଡ (୧୦୭) ଓ ଇଂଲଣ୍ଡ (୧୦୧) ଯଥାକ୍ରମେ ତୃତୀୟ, ଚତୁର୍ଥ, ପଞ୍ଚମ ଓ ଷଷ୍ଠ ସ୍ଥାନରେ ରହିଛନ୍ତି। ସେହିପରି ପାକିସ୍ତାନ ୯୫ ପଏଣ୍ଟ ସହିତ ସପ୍ତମ ସ୍ଥାନରେ ରହିଛି।
ଶୁକ୍ରବାରଠାରୁ ପାକିସ୍ତାନ ଓ ବାଂଲାଦେଶ ମଧ୍ୟରେ ଦିନିକଆ ସିରିଜ୍ ଆରମ୍ଭ ହେଉଛି। ତିନୋଟି ମ୍ୟାଚ୍ ବିଶିଷ୍ଟ ଏହି ସିରିଜ୍ରେ ଯଦି ପାକିସ୍ତାନ ହାରିଯିବ ତା’ହେଲେ ସପ୍ତମ ସ୍ଥାନ ହରାଇବ। ଆଉ ଯଦି ୩-୦ରେ ସିରିଜ୍ ଜିତି ଯାଏ ତା’ହେଲେ ଏହାର ୬ ପଏଣ୍ଟ ବଢ଼ି ଯିବ। କିନ୍ତୁ ୨-୧ରେ ସିରିଜ୍ ଜିତିବ ତା’ହେଲେ ୯୫ ପଏଣ୍ଟ ସହିତ ସେହି ସପ୍ତମ ସ୍ଥାନ ବଜାୟ ରଖିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ବହୁ ବିବାହ ପ୍ରଥା ବେଆଇନ! କେମିତି ୨ ଜଣଙ୍କୁ ଗୋଟିଏ ମଣ୍ଡପରେ ବାହା ହେଲେ ସୂର୍ଯ୍ୟ ଦେବ?
ଜଣେ ବ୍ୟକ୍ତିଙ୍କୁ ଗୋଟିଏ ସମୟରେ ଦୁଇ ଜଣ ମହିଳାଙ୍କ ସହ ପ୍ରେମ ହୋଇଯାଇଥିଲା। ୩ ବର୍ଷର ପ୍ରେମ ସମ୍ପର୍କରେ ସେ ଦୁଇ ଜଣଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

National
ନକ୍ସଲ ମୁକ୍ତ ଭାରତ ଅଭିଯାନକୁ ପୁଣି ସଫଳତା: ଟଳିଲେ ୧୬ ମାଓବାଦୀ
ନକ୍ସଲ ମୁକ୍ତ ଅଭିଯାନକୁ ଗୋଟିଏ ପରେ ଗୋଟିଏ ସଫଳତା ମଧ୍ୟ ମିଳିବାରେ ଲାଗିଛି।

Business
କ’ଣ ସେବା ଦେଇ ଗୁପ୍ତ ଭାବେ ଟଙ୍କା ନେଉଛି ବ୍ୟାଙ୍କ?
ଜଣେ ସଞ୍ଚୟ ଖାତାଧାରକ ହୁଅନ୍ତୁ କିମ୍ବା ଚାଲୁ ବା କରେଣ୍ଟ ଆକାଉଣ୍ଟଧାରୀ ହୁଅନ୍ତୁ, ସାଧାରଣ ବ୍ୟାଙ୍କ ଶୁଳ୍କ ସହିତ ଆପଣ ଅପଡେଟ୍ ରହିବା ଭଲ। ଏହା ଆପଣଙ୍କ ବ୍ୟାଙ୍କ ଅଭିଜ୍ଞତାରେ ଉନ୍ନତି ଆଣି ପାରିବ।

National
ପତ୍ନୀଙ୍କ ପରକୀୟା ପ୍ରୀତି ପରେ ହିଂସା ନୁହେଁ ପ୍ରେମକୁ ସମ୍ମାନ ଦେଲେ ବବଲୁ
ବବଲୁ ସ୍ଥାନୀୟ କୋର୍ଟରେ ଗୋଟିଏ ସତ୍ୟପାଠ ଦାଖଲ କରି ପତ୍ନୀଙ୍କ ଠାରୁ ଅଲଗା ହୋଇଥିଲେ ଓ ଏହାପରେ ପତ୍ନୀଙ୍କୁ ନିଜ ପ୍ରେମିକଙ୍କ ହାତରେ ଟେକି ଦେଇଥିଲେ।