ନୂଆଦିଲ୍ଲୀ: ରିଓ ପାରା ଅଲିମ୍ପିକରେ ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି ଦୀପା ମଲ୍ଲିକ। ଏଫ୍ ୫୩ ମହିଳା ସଟଫୁଟ୍ରେ ରୌପ୍ୟ ପଦକ ହାସଲ କରିଛନ୍ତି ଦୀପା। ପ୍ରଥମ ଭାରତୀୟ ମହିଳା ଭାବେ ସେ ପାରା ଅଲିମ୍ପିକରେ ପଦକ ହାସଲ କରିପାରିଛନ୍ତି। ଦୀପା ନିଜର ଷଷ୍ଠ ତଥା ଶେଷ ପ୍ରୟାସରେ ୪.୬୧ ମିଟର ଦୂରତାକୁ ସଟ୍ଫୁଟ ଫିଙ୍ଗିଥିଲେ। ଏହା ତାଙ୍କର କ୍ୟାରିଅରର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଥିଲା। ବାହାରିନର ଫାତେମା ନେଦହାମ ୪.୭୬ ମିଟର ଦୂରତା ହାସଲ କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଦୀପାଙ୍କ ସଫଳତା ପରେ ତାଙ୍କ ପାଖକୁ ପ୍ରଶଂସାର ସୁଅ ଛୁଟିଛି।
ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ହରିୟାଣା ସରକାର ତାଙ୍କୁ ୪କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଏହାସହ ପାରା ଅଲିମ୍ପିକରେ ଭାରତର ପଦକ ସଂଖ୍ୟା ୩ରେ ପହଞ୍ଚିଛି। ଏହା ପୂର୍ବରୁ ମାରିୟାନ ଥଙ୍ଗଭେଲୁ ଓ ବରୁଣ ସିଂ ଭଟ୍ଟି ପୁରୁଷ ଟି-୪୨ ଉଚ୍ଚଡିଆଁରେ ଯଥାକ୍ରମେ ସ୍ୱର୍ଣ୍ଣ ଓ କାଂସ୍ୟ ପଦକ ହାସଲ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଟକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।