ଧର୍ମଶାଳା: ଧର୍ମଶାଳାରେ ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ଟୁର୍ନାମେଣ୍ଟରେ ଦକ୍ଷିଣ ଆଫ୍ରିକା ୭ ୱିକେଟରେ ବିଜୟୀ ହୋଇଛି । ଦକ୍ଷିଣ ଆଫ୍ରିକାର ଜେପି ଡୁମୁନି ମାତ୍ର ୩୪ ବଲରେ ୬୮ରନର ଧୂଆଁଦାର ଇନିଂସ ଖେଳି ଭାରତ ହାତରୁ ମ୍ୟାଚ ଛଡାଇ ନେଇଥିଲେ । ସେହିପରି ଅନ୍ୟତମ ବ୍ୟାଟ୍ସମ୍ୟାନ ଫାରାହ୍ନ ବେହରଦିନ ୨୩ ବଲରେ ୩୨ ରନ କରି ଡୁମିନିଙ୍କୁ ଉଚିତ ସହଯୋଗ କରିଥିଲେ ।
ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ୫ ୱିକେଟ ହରାଇ ୧୯୯ ରନ୍ କରିଥିଲା। ଦଳପକ୍ଷରୁ ରୋହିତ୍ ଶର୍ମା ସର୍ବାଧିକ ୧୦୬ ରନ୍ କରି ଆଉଟ୍ ହୋଇଥିଲେ। ତେବେ ୨ଶହ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ଦଳ ମାତ୍ର ୩ ୱିକେଟ ହରାଇ ହାସଲ କରି ନେଇଥିଲା। ଜେପି ଡୁମୁନି ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।