ନୂଆଦିଲ୍ଲୀ: ‘ଅବ୍ ଦୌଡେଗା ହିନ୍ଦୁସ୍ଥାନ’ କ୍ୟାମ୍ପେନ୍ ପାଇଁ ଦେଶର ବିଭିନ୍ନ ରାଜ୍ୟର ୭ ଜଣ ଆଥ୍ଲେଟ୍ଙ୍କୁ ସୋମବାର ମନୋନିତ କରିଛି ଡାବର ଇଣ୍ଡିଆ। ସେମାନେ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ କିପରି ଶ୍ରେଷ୍ଠ ପ୍ରଦର୍ଶନ କରିବେ ସେଥିପାଇଁ ତାଙ୍କୁ ଟ୍ରେନିଂ ଦେବ ଏହି କମ୍ପାନୀ।
ସେମାନେ ହେଲେ ଶାୟଲୀ ମାହିଶୁନେ, ଅଭ୍ନୀ ରାୱତ, ଉଜାଲା ଶବନମ୍, ବିକାଶ, ମହମ୍ମଦ ମୀରଜ୍ ଓ ଜେଇନାବାଜ୍। ଏହି କ୍ରୀଡାବିତ୍ମାନେ ଅଶ୍ୱିନ୍ ନାଚପ୍ପା ଫାଉଣ୍ଡେସନରେ ଅଶ୍ୱିନ ନାଚପ୍ପାଙ୍କ ତତ୍ତ୍ୱବଧାନରେ ପ୍ରଶିକ୍ଷଣ ନେବେ।
ଏନେଇ ଏକ ସ୍ୱତନ୍ତ୍ର ଚୟନ ପ୍ରକିୟା ବିହାର, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, ଓଡ଼ିଶା ଓ ପଶ୍ଚିମ ବଙ୍ଗ ସମେତ ବହୁ ରାଜ୍ୟରେ କରଯାଇଥିଲା। ଏଥିରେ ୮,୦୦୦ ପ୍ରତିଯୋଗୀଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩୫୦ ଜଣ କ୍ରୀଡାବିତଙ୍କୁ ବାଛା ଯାଇଥିଲା। ସେମାନଙ୍କୁ ନେଇ ଦିଲ୍ଲୀରେ ଏକ ଜାତୀୟ କ୍ୟାମ୍ପ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।