ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଷ୍ଟ୍ରେଲିଆ ସମ୍ମୁଖରେ ଭାରତର ୧୧୯ ରନ୍ର ଟାର୍ଗେଟ୍। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଗୌହାଟିରେ ଚାଲିଛି ଦ୍ୱିତୀୟ ଟି-ଟ୍ୱେଣ୍ଟି। ଅଷ୍ଟ୍ରେଲିଆ ଆଜି ଟସ୍ ଜିତି ପିଲ୍ଡିଂ ନିଷ୍ପତ୍ତି ନେଇଥିଲା। ତେଣୁ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରେ ସମସ୍ତ ୱିକେଟ୍ ହରାଇ ୧୧୮ରନ କରିବାରେ ସକ୍ଷମ ହୋଇ ପାରିଛି। ଭାରତର କୌଣସି ବ୍ୟାଟ୍ସମ୍ୟାନ ଅଷ୍ଟ୍ରେଲିଆ ବୋଲରଙ୍କୁ ସମ୍ନା କରିବାରେ ସଫଳ ହୋଇପାରିନଥିଲେ। ପ୍ରଥମ ଓଭରରେ ଅଧିନାୟକ କୋହଲି ଓ ରୋହିତ ଆଉଟ୍ ହେବାପରେ ବ୍ୟାଟିଂ ବିପର୍ଯ୍ୟୟ ଦେଖାଦେଇଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ଜସନ୍ ବେହେରନଡର୍ଫ ଆଜି ଘାତକ ବୋଲିଂ କରିଥିଲେ। ସେ ମାତ୍ର ୪ ଓଭର ବୋଲିଂ କରି ୨୧ ରନ୍ ଦେଇ ୪ଟି ମୂଲ୍ୟବାନ ୱିକେଟ୍ ହାସଲ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।