ଲାଉଡରହିଲ୍: ଜବରଦସ୍ତ ଫର୍ମରେ ଥିବା ରୋହିତ୍ ଶର୍ମା ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଅର୍ଦ୍ଧଶତକ ମାରିଛନ୍ତି। ପ୍ରଥମ ଟି-୨୦ରେ ୨୪ ରନ୍ କରି ଆଉଟ୍ ହୋଇଥିବା ରୋହିତ୍ ଆଜି କୌଣସି ଭୁଲ୍ ନକରି ୪୦ ବଲରେ ନିଜର ୧୭ତମ ଅର୍ଦ୍ଧଶତକ ପୂରଣ କରିଛନ୍ତି।
ଅର୍ଦ୍ଧଶତକ ମାରିବା ପରେ ରୋହିତ୍ ଦ୍ରୁତ ରନ୍ କରିବା ପ୍ରୟାସରେ ଆଉଟ୍ ହୋଇଥିଲେ। ତାଙ୍କୁ ଓଶାନି ଟମାସ ପ୍ୟାଭିଲିୟନ୍ ପଠାଇଛନ୍ତି। ସେ ୫୧ ବଲରେ ୬ ଚୌକା ଓ ୩ ଛକା ସହ ୬୭ ରନ୍ କରିଛନ୍ତି।
ଏହି ମ୍ୟାଚରେ ରୋହିତଙ୍କ ସହ ଓପନ୍ କରିବାକୁ ଆସିଥିବା ଶିଖର ଧୱନ୍ ମଧ୍ୟ ଭଲ ଆରମ୍ଭ କରିଥିଲେ ହେଁ ବଡ଼ ସ୍କୋର କରିବାକୁ ସମର୍ଥ ହୋଇନଥିଲେ। ସେ ୨୩ ରନ୍ କରି କୀମୋ ପଲଙ୍କ ବଲରେ ଆଉଟ୍ ହୋଇଥିଲେ। ରୋହିତଙ୍କ ଆଉଟ୍ ପରେ ରିଷଭ ପନ୍ତ ବ୍ୟାଟିଂ କରିବାକୁ ଆସିଛନ୍ତି।
ଋିପୋର୍ଟ ଲେଖା ହେଲା ବେଳକୁ ଭାରତ ୧୪ ଓଭରରେ ୨ ୱିକେଟ୍ ହରାଇ ୧୧୭ ରନ୍ କରିଛି। କ୍ୟାପଟେନ୍ ବିରାଟ୍ କୋହଲି ୧୮ ଓ ପନ୍ତ ୧ ରନରେ ବ୍ୟାଟିଂ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।