ମୁମ୍ବାଇ: ଫେବ୍ରୁଆରୀ ୧୯ ତାରିଖରେ ବସିବ ବିସିସିଆଇର କାର୍ଯ୍ୟକାରିଣୀ ବୈଠକ। ସ୍ପେଶିଆଲ୍ ଜେନେରାଲ୍ ମିଟିଂ ପୂର୍ବରୁ ଏହି ବୈଠକ ବସିବ। ସେହି ୧୯ ତାରିଖରେ ହିଁ ସ୍ପେଶାଲ୍ ଜେନେରାଲ୍ ମିଟିଂ ବସିବ। ଏଥିରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ଜଷ୍ଟିସ୍ (ଅବସରପ୍ରାପ୍ତ) ଆର.ଏମ୍ ଲୋଧା କମିଟି ସୁପାରିଶ କରିଥିବା ପ୍ରସ୍ତାବଗୁଡ଼ିକୁ କାର୍ଯ୍ୟକାରୀ କରିବା ଉପରେ ଅଲୋଚନା କରାଯିବ। ଲୋଧା କମିଟି ସୁପାରିଶ୍ଗୁଡ଼ିକୁ କାର୍ଯ୍ୟକାରୀ କରିବାକୁ ସୁପ୍ରିମ୍କୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସ୍ପେଶାଲ୍ ଜେନେରାଲ୍ ମିଟିଂରେ ଆଇସିସିର ସଦସ୍ୟମାନଙ୍କ ଅର୍ଥନୈତିକ ରୂପରେଖ ସଂପର୍କରେ ମଧ୍ୟ ଆଲୋଚନା ହେବ।
ବିସିସିଆଇ ପକ୍ଷରୁ କୁହାଯାଇଛି ଯେ ୧୯ ତାରିଖ ସକାଳ ୧୧ଟାରେ କାର୍ଯ୍ୟକାରିଣୀ କମିଟି ବୈଠକ ବସିବ। ଏହା ଏକ ରୁଟିନ୍ ବୈଠକ। ସ୍ପେଶାଲ୍ ଜେନେରାଲ୍ ମିଟିଂ ପୂର୍ବରୁ ଏହି ବୈଠକ ବସିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।