ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭାରତ ଓ ଏସେକ୍ସ ମଧ୍ୟରେ ତିନି ଦିନିଆ ଅଭ୍ୟାସ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ଆରମ୍ଭ ଭଲ ରହିଛି। ଭାରତ ପ୍ରଥମ ଇଂନିସରେ ୩୯୫ ରନ କରି ଅଲଆଉଟ୍ ହୋଇଯାଇଛି। ଭାରତ ପକ୍ଷରୁ ମୁରଲୀ ବିଜୟ, ବିରାଟ କୋହଲି, ଲୋକେଶ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା ଓ ଦିନେଶ କାର୍ତ୍ତିକ ଅର୍ଦ୍ଧଶତକ ହାସଲ କରିଛନ୍ତି। କାର୍ତ୍ତିକ ୯୫ ବଲ୍ରୁ ସର୍ବାଧିକ ୮୨ରନ୍ର ଇଂନିସ ଖେଳିଛନ୍ତି।
ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଏହି ଅଭ୍ୟାସ ମ୍ୟାଚ୍ ଜିତି ଭାରତ ତା'ର ମନୋବଳ ଦୃଢ଼ କରିବାକୁ ଲକ୍ଷ୍ୟ ରଖିଛି। ପୂର୍ବରୁ ଏସେକ୍ସ ବିପକ୍ଷ ଅଭ୍ୟାସ ମ୍ୟାଚ୍ର ସମୟସୀମା ଥିଲା ୪ ଦିନ। ହେଲେ ପଡ଼ିଆ ଓ ପିଚ୍ର ଅବସ୍ଥା ଭଲ ନଥିବାରୁ ଏହି ମ୍ୟାଚ୍କୁ ୪ଦିନ ବଦଳରେ ୩ଦିନ ଖେଳାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱର୍ଣ୍ଣ ମନ୍ଦିରରେ ରାହୁଲ, VIP ଟ୍ରିଟ୍ମେଣ୍ଟକୁ ନେଇ ଉଠିଲା ପ୍ରଶ୍ନ
ଧାଡ଼ିରେ ଠିଆ ହୋଇଥିବା ଲୋକଙ୍କୁ ସାଇଡ୍ କରି ରାହୁଲ ଗାନ୍ଧିଙ୍କୁ ଆଗକୁ ବଢ଼ିବାକୁ ଦିଆଯାଇଥିଲା ଏବଂ ତାଙ୍କୁ ପୃଥକ ଭାବରେ ଦର୍ଶନ ଦିଆଯାଇଥିବା ନେଇ ଜଣେ ଶ୍ରଦ୍ଧାଳୁ ପ୍ରଶ୍ନ ଉଠାଇଛନ୍ତି।
National
୧୨୦ କିମି ବେଗରେ ଆସିଲା ଇନୋଭା; ଟ୍ରକ୍ରେ ପିଟିହେଲା, ଚାଲିଗଲା ୬ ଜୀବନ
ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଇନୋଭା କାର୍ଟି ସମ୍ପୂର୍ଣ୍ଣ ଚୁରମାର ହୋଇ ଯାଇଥିବା ବେଳେ ଘଟଣାସ୍ଥଳରେ ୬ ଜଣ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ ୩ ଯୁବକ ଓ ୩ ଯୁବତୀ ଅଛନ୍ତି।
National
VRS ନଚେତ ବଦଳି, ତିରୁପତି ମନ୍ଦିରରେ ଅଣ ହିନ୍ଦୁ କର୍ମଚାରୀଙ୍କୁ ନିର୍ଦ୍ଦେଶ
ନିର୍ଦ୍ଦେଶ ଅନୁଯାୟୀ ମନ୍ଦିର ବୋର୍ଡରେ କାର୍ଯ୍ୟ କରୁଥିବା ଅଣ-ହିନ୍ଦୁ କର୍ମଚାରୀମାନେ ସ୍ୱେଚ୍ଛାକୃତ ଅବସର ଗ୍ରହଣ (VRS) କିମ୍ବା ଆନ୍ଧ୍ରପ୍ରଦେଶର ଅନ୍ୟ ସରକାରୀ ବିଭାଗକୁ ସ୍ଥାନାନ୍ତରିତ ହେବା ମଧ୍ୟରେ ବାଛିବାକୁ ପଡ଼ିବ।
National
ଧାର୍ମିକ ସ୍ଥଳକୁ ନେଇ ଦେଖାଦେଲା ଉତ୍ତେଜନା, ହେଲା ପଥର ମାଡ଼
ଧାର୍ମିକ ସ୍ଥଳକୁ ନେଇ ଦେଖାଦେଲା ଉତ୍ତେଜନା । ମୁହାଁମୁହିଁ ହେଲେ ଦୁଇ ସମୁଦାୟ। ହେଲା ଆଖିବୁଜା ପଥର ମାଡ଼ ଓ ୪ ଜଣ ଗୁରୁତର ହେଲେ ।
National
ଗ୍ୟାସ ଚାମ୍ବର ପାଲଟିଲା ଦିଲ୍ଲୀ, ସ୍ଥିତି ସାଂଘାତିକ
ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣର ଅବସ୍ଥା ଅତ୍ୟନ୍ତ ଖରାପ ରହିଛି। ଗତକାଲି AQI 470 ଥିବାବେଳେ ଆଜି AQI 500ରେ ପହଞ୍ଚିଛି।