ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ୟାରିୟରରେ ମାତ୍ର ୪ଟି ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିଥିଲେ ମଧ୍ୟ ଏହି ଭାରତୀୟ ଖେଳାଳିଙ୍କୁ ଆପଣ ସମସ୍ତେ ଜାଣିଥିବେ। ମାତ୍ର ୪ଟି ମ୍ୟାଚ୍ ଖେଳି ଭାରତୀୟ ଲୋକଙ୍କ ହୃଦୟରେ ହିରୋ ପାଲଟିଯାଇଥିଲେ ଏହି କ୍ରିକେଟର। ଏହି ଖେଳାଳି ଆଉ କେହି ନୁହନ୍ତିଁ, ଇଏ ହେଉଛନ୍ତି ଭାରତକୁ ପ୍ରଥମ ଟି-ଟ୍ୱେଣ୍ଟି ବିଶ୍ୱକପ ଜିତାଇଥିବା ଖେଳାଳି ଯୋଗୀନ୍ଦର ଶର୍ମା । ୨୦୦୭ ପ୍ରଥମ ଟି-ଟ୍ୱେଣ୍ଟି ବିଶ୍ୱକପରେ ଭାରତ ପାକିସ୍ତାନକୁ ହରାଇ ଚାମ୍ପିୟନ ହୋଇଥିଲା। ଶେଷ ଓଭରରେ ବୋଲିଂ କରିବାକୁ ଯାଇଥିବା ଯୋଗୀନ୍ଦର ଶର୍ମା ବିସ୍ଫୋରକ ବ୍ୟାଟ୍ସମ୍ୟାନ ମିସ୍ବା-ଉଲ୍-ହଗ୍ଙ୍କୁ ଆଉଟ କରି ଭାରତକୁ ବିଜୟୀ କରିଥିଲେ। ହେଲେ ଏହାପରେ ସେ କିନ୍ତୁ ହଠାତ୍ କ୍ରିକେଟ୍ରୁ ଦୂରେଇ ଯାଇଥିଲେ। ୨୦୧୧ରେ କାର୍ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ। ଏହାପରେ ତାଙ୍କ କ୍ରିକେଟ୍ କ୍ୟାରିୟରରେ ବିରାମ ଲାଗିଯାଇଥିଲା। ବର୍ତ୍ତାମାନ କିନ୍ତୁ ସେ ଆଉ ଏକ ପ୍ରଫେସନରେ ଦେଖିବାକୁ ମିଳିଛନ୍ତି। ସେ ବର୍ତ୍ତମାନ ହରିଆଣା ପୋଲିସରେ ଡିଏସ୍ପି ଭାବେ କାମ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।