ବୁନୋସ୍ ଆରିସ୍ (ଆର୍ଜେଣ୍ଟିନା): ଭିନେଜୁଏଲା ବିପକ୍ଷ ୨୦୧୮ ବିଶ୍ୱକପ୍ ଯୋଗ୍ୟତା ଅର୍ଜନ ମ୍ୟାଚ୍ରେ ଖେଳିବେନି ଆର୍ଜେଣ୍ଟିନାର ଷ୍ଟ୍ରାଇକର ଲିଓନେଲ ମେସୀ। ଜଙ୍ଘ ମାଂସପେଶୀ ଟାଣି ହୋଇଯିବା କାରଣରୁ ସେ ଏହି ମ୍ୟାଚ୍ ଖେଳିବେ ନାହିଁ ବୋଲି ଦଳର କୋଚ୍ ଇଡ୍ଗାର୍ଡୋ ବୌଜା କହିଛନ୍ତି।
ସେ କହିଛନ୍ତି,‘ଜଙ୍ଘ ମାସଂପେଶୀ ଟାଣି ହୋଇଯାଇଥିବା କାରଣରୁ ଭିଏନ୍ଜୁଏଲା ବିପକ୍ଷ ୨୦୧୮ ବିଶ୍ୱକପ୍ ଯୋଗ୍ୟତା ଅର୍ଜନ ମ୍ୟାଚ୍ରେ ମେସୀ ଖେଳିବେ ନାହିଁ। ଆମେ ତାଙ୍କୁ ନେଇ କୌଣସି ରିସ୍କ ନେବାକୁ ଚାହୁଁନାହୁଁ। ତାଙ୍କୁ ବିଶ୍ରାମ ନେବାକୁ କୁହାଯାଇଛି। ଆମେ ଆଶା କରୁଛୁ ସେ ବିଶ୍ରାମ ନେବେ।”
ମେଣ୍ଡୋଜାରେ ୟୁରୁଗୁଏ ବିପକ୍ଷରେ ୧-୦ ଗୋଲ ଦେଇ ଅବସର ଘୋଷଣା କରି ପୁଣି ଦଳକୁ ଫେରିଥିଲେ ମେସୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।