ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ଟେଷ୍ଟ ଅଧିନାୟକ ଏବି ଡିଭିଲିୟର୍ସ ବୁଧବାର ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କୁ କୁହାଯାଉଛି ବିଶ୍ୱର ଜଣେ କଂପ୍ଲିଟ୍ ବ୍ୟାଟ୍ସମ୍ୟାନ୍। ତାଙ୍କ ଖେଳର ପ୍ରଶଂସା କରିବାକୁ ଯାଇ ପୂର୍ବତନ ଭାରତୀୟ କ୍ରିକେଟର୍ ଆକାଶ ଚୋପ୍ରା ଥରେ କହିଥିଲେ, ‘ଡିଭିଲିୟର୍ସଙ୍କ ଡିଏନ୍ଏ ପରୀକ୍ଷା କରାଯାଉ ବୋଲି ମୁଁ ଦାବି କରୁଛି। କାରଣ କ୍ରିକେଟ୍ କେବଳ ମାତ୍ର ମଣିଷମାନଙ୍କ ଖେଳ।’
ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍ରେ ଦ୍ରୁତତମ ଅର୍ଦ୍ଧଶତକ, ଶତକ ଓ ୧୫୦ ରନ୍ କରିବାର ରେକର୍ଡ ତାଙ୍କ ନାଁରେ ରହିଛି। ସେ ୧୬ଟି ବଲ୍ରେ ଶତକ କରି ସନଥ ଜୟସୁରିୟାଙ୍କ ୧୯ ବର୍ଷର ରେକର୍ଡ ଭାଙ୍ଗି ଥିଲେ ଡିଭିଲିୟର୍ସ। ସେହିପରି ଜୋହନାସବର୍ଗରେ ସେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ୩୧ଟି ବଲରୁ ଶତକ ହାସଲ କରିଥିଲେ। ୨୦୧୫ ବିଶ୍ୱକପ୍ କ୍ରିକେଟ୍ରେ ସେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ୬୬ ବଲରୁ ୧୬୨ ରନ୍ କରି ଅପରାଜିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।