ତୃତୀୟ ଟି-୨୦: ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ

ବେଙ୍ଗାଲୁରୁ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଏଠାରେ ଖେଳାଯାଉଛି। ଉକ୍ତ ମ୍ୟାଚରେ ଭାରତୀୟ ଟିମର କ୍ୟାପଟେନ୍ ବିରାଟ୍ କୋହଲି ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମ ବ୍ୟାଟିଂ ପାଇଁ ଉପଯୋଗୀ ଥିବାରୁ କୋହଲି ବଡ଼ ସ୍କୋର କରି ଦକ୍ଷିଣ ଆଫ୍ରିକା ଉପରେ ଚାପ ପକାଇବାକୁ ପ୍ରୟାସ କରିବେ। ଏହି ମ୍ୟାଚ୍ ପାଇଁ ଭାରତୀୟ ଦଳ ଅପରିବର୍ତ୍ତିତ ରହିଛି। […]

india

india

Ranjit Kumar Jena
  • Published: Sunday, 22 September 2019
  • Updated: 22 September 2019, 06:41 PM IST

Sports

Latest News

ବେଙ୍ଗାଲୁରୁ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଏଠାରେ ଖେଳାଯାଉଛି। ଉକ୍ତ ମ୍ୟାଚରେ ଭାରତୀୟ ଟିମର କ୍ୟାପଟେନ୍ ବିରାଟ୍ କୋହଲି ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମ ବ୍ୟାଟିଂ ପାଇଁ ଉପଯୋଗୀ ଥିବାରୁ କୋହଲି ବଡ଼ ସ୍କୋର କରି ଦକ୍ଷିଣ ଆଫ୍ରିକା ଉପରେ ଚାପ ପକାଇବାକୁ ପ୍ରୟାସ କରିବେ।

ଏହି ମ୍ୟାଚ୍ ପାଇଁ ଭାରତୀୟ ଦଳ ଅପରିବର୍ତ୍ତିତ ରହିଛି। ତେବେ ଦକ୍ଷିଣ ଆଫ୍ରିକା ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଆନରିଚ୍ ନର୍ଟଜେଙ୍କ ସ୍ଥାନରେ ବ୍ୟୁରାନ୍ ହେଣ୍ଡ୍ରିକ୍ସଙ୍କୁ ସାମିଲ୍ କରାଯାଇଛି। ସୂଚନାଯୋଗ୍ୟ, ଚଳିତ ସିରିଜର ଦ୍ୱିତୀୟ ମ୍ୟାଚ୍ ଜିତି ଭାରତ ୧-୦ରେ ଆଗୁଆ ରହିଛି। ଏହି ମ୍ୟାଚ୍ ଜିତିଲେ ଭାରତ ସିରିଜ୍ କବଜା କରିବ। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରିକା ସିରିଜକୁ ବରାବର କରିବାକୁ ଲକ୍ଷ୍ୟ ରଖିଛି।

ଭାରତ: ବିରାଟ୍ କୋହଲି (କ୍ୟାପଟେନ୍), ରୋହିତ୍ ଶର୍ମା, ଶିଖର ଧୱନ୍, ଶ୍ରେୟସ୍ ଆୟର୍, ରିଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, କୃନାଲ୍ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ୱାଶିଂଟନ୍ ସୁନ୍ଦର, ଦୀପକ ଚହର୍, ନଭଦୀପ ସାଇନି।

ଦକ୍ଷିଣ ଆଫ୍ରିକା: କ୍ୱିଣ୍ଟନ୍ ଡି'କକ୍ (କ୍ୟାପଟେନ୍), ରୀଜା ହେଣ୍ଡ୍ରିକ୍ସ, ତେମ୍ବା ବାଭୁମା, ରାସି ଭାନ୍ ଡର୍ ଡୁସେନ୍, ଡେଭିଡ୍ ମିଲର୍, ଆଣ୍ଡିଲେ ଫେଲୁକୱାୟୋ, ଡ୍ୱେନ୍ ପ୍ରିଟୋରିୟସ, ଜର୍ନ ଫର୍ଟ୍ୟୁନ୍, କାଗିସୋ ରବାଡା, ବ୍ୟୁରାନ୍ ହେଣ୍ଡ୍ରିକ୍ସ, ତାବରେଜ୍ ଶାମସି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story