୬୨ତମ ଜାତୀୟ ବିଦ୍ୟାଳୟ ରଗ୍‌ବୀ ଚାମ୍ପିଅନ୍‌ସିପ୍ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ଉଦ୍‌ଘାଟିତ ହୋଇଛି ୬୨ତମ ଜାତୀୟ ବିଦ୍ୟାଳୟ ରଗ୍‌ବୀ ଚାମ୍ପିଅନ୍‌ସିପ୍। ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ୧୭ ଓ ୧୯ ବର୍ଷରୁ କମ୍ ବାଳକ ଓ ବାଳିକା ରଗ୍‌ବୀ ଚାମ୍ପିଅନ୍‌ସିପ୍‌ରେ ଓଡ଼ିଶା ସମେତ ୧୧ଟି ରାଜ୍ୟର ୪୬୨ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ତିନି ଦିନ ଧରି ଏହି ଚାମ୍ପିଅନ୍‌ସିପ୍‌ ଅନୁଷ୍ଠିତ ହେବ।

debimishra

Rakesh Mallick
  • Published: Thursday, 22 December 2016
  • , Updated: 22 December 2016, 09:02 PM IST

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ଉଦ୍‌ଘାଟିତ ହୋଇଛି ୬୨ତମ ଜାତୀୟ ବିଦ୍ୟାଳୟ ରଗ୍‌ବୀ ଚାମ୍ପିଅନ୍‌ସିପ୍। ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଏହାକୁ ଉଦ୍‌ଘାଟନ କରିଥିଲେ।

ଏହି ୧୭ ଓ ୧୯ ବର୍ଷରୁ କମ୍ ବାଳକ ଓ ବାଳିକା ରଗ୍‌ବୀ ଚାମ୍ପିଅନ୍‌ସିପ୍‌ରେ ଓଡ଼ିଶା ସମେତ ୧୧ଟି ରାଜ୍ୟର ୪୬୨ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି।

ତିନି ଦିନ ଧରି ଏହି ଚାମ୍ପିଅନ୍‌ସିପ୍‌ ଅନୁଷ୍ଠିତ ହେବ।

Related story