ନୂଆଦିଲ୍ଲୀ: “ମୋର ଅବସର ନେବା ସମୟ ଉପନୀତ ହୋଇନାହିଁ। ମୁଁ ଏବେ ୨୦୧୮ ଟୁର୍ଣ୍ଣାମେଣ୍ଟରେ ଯୋଗ୍ୟତା ଅର୍ଜନ ପାଇଁ ନିଜକୁ ପ୍ରସ୍ତୁତ କରୁଛି।”ରବିବାର ଏହା କହିଛନ୍ତି ପୂର୍ବତନ ବିଶ୍ୱଚାମ୍ପିଅନ୍ ବିଶ୍ୱନାଥନ୍ ଆନନ୍ଦ।
୪୬ ବର୍ଷୀୟ ଆନନ୍ଦ କହିଛନ୍ତି, “ଅବସର ନେଇ ବହୁ ସମୟରେ ମତେ ବହୁ ପ୍ରଶ୍ନ ପଚରାଯାଇଛି। କିନ୍ତୁ ଅବସର ନେବା ନେଇ କୌଣସି କାରଣ ନାହିଁ। ତେଣୁ କାହିଁକି ଏହି ପ୍ରଶ୍ନ ମତେ ପଚରାଯାଉଛି ମୁଁ ଜାଣି ପାରୁନାହିଁ। ମୋର ଅବସର ନେବା ସମୟ ଉପନୀତ ହୋଇନାହିଁ। ବ୍ରସେଲ୍ସରେ ହେବାକୁ ଥିବା ୨୦୧୮ ଗ୍ରାଣ୍ଡ ଚେସ୍ ଟୁର୍ଣ୍ଣାମେଣ୍ଟରେ ଯୋଗ୍ୟତା ଅର୍ଜନ ପାଇଁ ମୁଁ ନିଜକୁ ପ୍ରସ୍ତୁତ କରୁଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।