ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ହକି: ଆସନ୍ତାକାଲି ଭାରତ-ଚୀନ ଲଢ଼େଇ

କ୍ୱାଣ୍ଟନ୍: ଚଳିତ ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପୁରୁଷ ହକି ଟୁର୍ଣ୍ଣାମେଣ୍ଟରେ ଏଯାବତ ଭାରତର ପ୍ରଦର୍ଶନ ଭଲ ରହିଛି। ଡିଫେଣ୍ଡିଂ ଚାମ୍ପିଅନ୍ ପାକିସ୍ତାନ ଓ ଜାପାନକୁ ପରାସ୍ତ କରିଥିବା ବେଳେ ଦକ୍ଷିଣ କୋରିଆ ସହିତ ମ୍ୟାଚ୍ ଡ୍ର’ ରଖିଥିଲା। ଆସନ୍ତାକାଳି ଦଳ ଚୀନକୁ ଭେଟିବ। ଗତକାଲି ଭାରତ ୩-୨ ଗୋଲରେ ପାକିସ୍ତାନକୁ ପରାସ୍ତ କରିଥିଲା। ଶନିବାର ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ହୋଇଥିବା ମ୍ୟାଚ୍ ୧-୧ ଗୋଲ୍‌ରେ ଡ୍ର ରହିଥିଲା। ଶୁକ୍ରବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ […]

hockey

hockey

Rakesh Mallick
  • Published: Monday, 24 October 2016
  • Updated: 24 October 2016, 08:00 AM IST

କ୍ୱାଣ୍ଟନ୍: ଚଳିତ ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପୁରୁଷ ହକି ଟୁର୍ଣ୍ଣାମେଣ୍ଟରେ ଏଯାବତ ଭାରତର ପ୍ରଦର୍ଶନ ଭଲ ରହିଛି। ଡିଫେଣ୍ଡିଂ ଚାମ୍ପିଅନ୍ ପାକିସ୍ତାନ ଓ ଜାପାନକୁ ପରାସ୍ତ କରିଥିବା ବେଳେ ଦକ୍ଷିଣ କୋରିଆ ସହିତ ମ୍ୟାଚ୍ ଡ୍ର’ ରଖିଥିଲା। ଆସନ୍ତାକାଳି ଦଳ ଚୀନକୁ ଭେଟିବ।

ଗତକାଲି ଭାରତ ୩-୨ ଗୋଲରେ ପାକିସ୍ତାନକୁ ପରାସ୍ତ କରିଥିଲା। ଶନିବାର ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ହୋଇଥିବା ମ୍ୟାଚ୍ ୧-୧ ଗୋଲ୍‌ରେ ଡ୍ର ରହିଥିଲା। ଶୁକ୍ରବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ଜାପାନକୁ ୧୦-୨ରେ ହରାଇଥିଲା।

୨୬ ତାରିଖରେ ଦଳ ମାଲେସିଆ ବିପକ୍ଷରେ ଖେଳିବ।

୨୦୧୧ରେ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ଚାମ୍ପିଅନ୍ ହୋଇଥିଲା ଭାରତ। ୨୦୧୨ ଓ ୨୦୧୩ରେ ପାକିସ୍ତାନ ଚାମ୍ପିଅନ୍ ହୋଇଥିଲା। ତେବେ ୨୦୧୪ ଓ ୨୦୧୫ରେ ଟୁର୍ଣ୍ଣାମେଣ୍ଟ ହୋଇ ନ ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story