ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ହକି: ଆସନ୍ତାକାଲି ଭାରତ-ଚୀନ ଲଢ଼େଇ

କ୍ୱାଣ୍ଟନ୍: ଚଳିତ ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପୁରୁଷ ହକି ଟୁର୍ଣ୍ଣାମେଣ୍ଟରେ ଏଯାବତ ଭାରତର ପ୍ରଦର୍ଶନ ଭଲ ରହିଛି। ଡିଫେଣ୍ଡିଂ ଚାମ୍ପିଅନ୍ ପାକିସ୍ତାନ ଓ ଜାପାନକୁ ପରାସ୍ତ କରିଥିବା ବେଳେ ଦକ୍ଷିଣ କୋରିଆ ସହିତ ମ୍ୟାଚ୍ ଡ୍ର’ ରଖିଥିଲା। ଆସନ୍ତାକାଳି ଦଳ ଚୀନକୁ ଭେଟିବ।

ଗତକାଲି ଭାରତ ୩-୨ ଗୋଲରେ ପାକିସ୍ତାନକୁ ପରାସ୍ତ କରିଥିଲା। ଶନିବାର ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ହୋଇଥିବା ମ୍ୟାଚ୍ ୧-୧ ଗୋଲ୍‌ରେ ଡ୍ର ରହିଥିଲା। ଶୁକ୍ରବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ଜାପାନକୁ ୧୦-୨ରେ ହରାଇଥିଲା।

୨୬ ତାରିଖରେ ଦଳ ମାଲେସିଆ ବିପକ୍ଷରେ ଖେଳିବ।

୨୦୧୧ରେ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ଚାମ୍ପିଅନ୍ ହୋଇଥିଲା ଭାରତ। ୨୦୧୨ ଓ ୨୦୧୩ରେ ପାକିସ୍ତାନ ଚାମ୍ପିଅନ୍ ହୋଇଥିଲା। ତେବେ ୨୦୧୪ ଓ ୨୦୧୫ରେ ଟୁର୍ଣ୍ଣାମେଣ୍ଟ ହୋଇ ନ ଥିଲା।

ଆହୁରି ପଢ଼ନ୍ତୁ

ଧୋନିଙ୍କ ଭଳି ହେଲିକପ୍ଟର ଶଟ୍ ମାରି ଚର୍ଚ୍ଚାରେ ୭ ବର୍ଷର ପରୀ

ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ଧୋନିଙ୍କର ହେଲା କରୋନା ଟେଷ୍ଟ, ଜାଣନ୍ତୁ ରିପୋର୍ଟ କ’ଣ ଆସିଲା

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ