ଆଡଭୋକେଟ୍ ବିଶ୍ୱକପ୍ କ୍ରିକେଟ: ଟିମ୍ ଇଣ୍ଡିଆର ଚମତ୍କାର ପ୍ରଦର୍ଶନ

ବ୍ରିସବେନ: ଅଷ୍ଟ୍ରେଲିଆର ବ୍ରିସବେନରେ ଚାଲିଥିବା ଆଡଭୋକେଟ୍ ବିଶ୍ୱକପ୍ କ୍ରିକେଟରେ ଭାରତୀୟ ଟିମ ଚମତ୍କାର ପ୍ରଦର୍ଶନ କରିଛି। ଟୁର୍ଣ୍ଣାମେଣ୍ଟରେ ଲିଗ୍ ପର୍ଯ୍ୟାୟରେ ଭାରତୀୟ ଟିମ୍ ସମସ୍ତ ତିନିଟି ମ୍ୟାଚରେ ବିଜୟୀ ହୋଇଛି। ପ୍ରଥମ ମ୍ୟାଚରେ ବାଂଲାଦେଶ, ଦ୍ୱିତୀୟ ମ୍ୟାଚରେ ଇଂଲଣ୍ଡ ଓ ତୃତୀୟ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରିଛି ଭାରତୀୟ ଟିମ୍। ଦଳ ଆସନ୍ତା ୫ ଓ ୬ ତାରିଖରେ ଲିଗ୍ ପର୍ଯ୍ୟାୟର ଆଉ ଦୁଇଟି ମ୍ୟାଚ୍ ଖେଳିବ।

ଆହୁରି ପଢ଼ନ୍ତୁ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ

ବାପା ହେଲେ ହାର୍ଦ୍ଦିକ ପାଣ୍ଡ୍ୟା, ଶେୟାର କଲେ ପୁଅର ଫଟୋ

ବ୍ରଡଙ୍କୁ ୧୦ ୱିକେଟ: ଇଂଲଣ୍ଡ ଜିତିଲା ଐତିହାସିକ ଟେଷ୍ଟ ସିରିଜ୍‌

ସିରିଜ୍‌ କବଜା ଲକ୍ଷ୍ୟରେ ଇଂଲଣ୍ଡ: ଟାର୍ଗେଟ ୩୯୯, ୱେଷ୍ଟଇଣ୍ଡିଜ୍‌ ୧୦/୨

ନିର୍ଣ୍ଣାୟକ ଟେଷ୍ଟରେ ଇଂଲଣ୍ଡ ପାଇଁ ଲଢ଼ିଲେ ପୋପ୍‌ ଓ ବଟଲର

କରୋନା ମଧ୍ୟରେ ଜମିବ ଆଇପିଏଲ

ସେପ୍ଟେମ୍ବର ୧୯ରୁ ଆଇପିଏଲ! ଜାଣନ୍ତୁ କେଉଁଠି ହେବ ଓ କେବେ ସରିବ

କଟକର ଅଭିମନ୍ୟୁଙ୍କୁ ପ୍ରଶଂସା କଲେ ମହମ୍ମଦ କୈଫ୍