ନୂଆଦିଲ୍ଳୀ: ଭାରତ ଓ ଜିମ୍ୱାୱେ ମଧ୍ୟରେ ଆଜି ଖେଳାଯିବ ପ୍ରଥମ ଟି ଟ୍ୱେଣ୍ଟି ମ୍ୟାଚ। ଦିନିକିଆ ସିରିଜକୁ ୩-୦ରେ କ୍ଲିନ୍ ସୁଇପ୍ କରିବା ପରେ ଏବେ ଟିମ୍ ଇଣ୍ଡିଆର ନଜର ଟି ଟ୍ୱେଣ୍ଟି ଉପରେ। ଆଜିଙ୍କ୍ୟ ରାହାଣେଙ୍କ ନେତୃତ୍ୱାଧୀନ ଦଳରେ ଅଧିକାଂଶ ଟି ଟ୍ୱେଣ୍ଟି ସ୍ପେଶାଲିଷ୍ଟ ରହିଛନ୍ତି। ସେହିପରି ଆଇପିଏଲରେ ଭଲ ପ୍ରଦର୍ଶନ କରିଥିବା ସଞ୍ଜୁ ସାମସନ ମଧ୍ୟ ଟିମରେ ସାମିଲ ହୋଇଛନ୍ତି । ସେ ଆଜିର ମ୍ୟାଚରେ ରବିନ ଉଥପ୍ପାଙ୍କ ବଦଳରେ ଖେଳିପାରନ୍ତି । ସେପଟେ ଜିମ୍ୱାୱେ, ଦିନିକିଆ ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।