ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟେଷ୍ଟ, ଟସ୍ ଜିଣି ଭାରତର ବ୍ୟାଟିଂ ନିଷ୍ପତ୍ତି

ନୂଆଦିଲ୍ଲୀ: ଦିଲ୍ଲୀରେ ଆଜିଠୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ଖେଳାଯାଉଛି।  ଫିରୋଜ ସାହା କୋଟଲା ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚରେ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରୁଛି  ଭାରତ । ଆଜିର ମ୍ୟାଚ୍ ପାଇଁ ଅମିତ୍ ମିଶ୍ରଙ୍କ ସ୍ଥାନରେ ଉମେଶ ଯାଦବଙ୍କୁ ଦଳରେ ସାମିଲ କରାଯାଇଛି । ଭାରତ ୨-୦ରେ ବିଜୟୀ ହୋଇ ସିରିଜ୍ କବଜା କରିସାରିଛି । ସେପଟେ ଦକ୍ଷିଣ ଆଫ୍ରିକା ଏହି ମ୍ୟାଚକୁ ଜିତି ସମ୍ମାନ ରଖିବାକୁ ଚେଷ୍ଟା […]

cricket

Rakesh Mallick
  • Published: Thursday, 03 December 2015
  • , Updated: 03 December 2015, 05:59 AM IST

ନୂଆଦିଲ୍ଲୀ: ଦିଲ୍ଲୀରେ ଆଜିଠୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ଖେଳାଯାଉଛି।  ଫିରୋଜ ସାହା କୋଟଲା ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚରେ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରୁଛି  ଭାରତ । ଆଜିର ମ୍ୟାଚ୍ ପାଇଁ ଅମିତ୍ ମିଶ୍ରଙ୍କ ସ୍ଥାନରେ ଉମେଶ ଯାଦବଙ୍କୁ ଦଳରେ ସାମିଲ କରାଯାଇଛି । ଭାରତ ୨-୦ରେ ବିଜୟୀ ହୋଇ ସିରିଜ୍ କବଜା କରିସାରିଛି । ସେପଟେ ଦକ୍ଷିଣ ଆଫ୍ରିକା ଏହି ମ୍ୟାଚକୁ ଜିତି ସମ୍ମାନ ରଖିବାକୁ ଚେଷ୍ଟା କରିବ।

 

Related story