ଆଜି ଆଇପିଏଲ୍ ଫାଇନାଲ୍‌

ନୂଆଦିଲ୍ଲୀ: ଚଳିତ ଆଇପିଏଲ୍‌ର ଫାଇନାଲ୍ ମ୍ୟାଚ୍ ଆଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ବାଙ୍ଗାଲୋରରେ ରାତି ୮ଟାରେ ଏହି ମ୍ୟାଚ୍ ଖେଳାଯିବ। ଶୁକ୍ରବାର ହାଇଦ୍ରାବାଦ ସୁରେଶ ରୈନାଙ୍କ ଗୁଜରାଟକୁ ହରାଇ ଦ୍ୱିତୀୟ ଟିମ୍ ଭାବେ ଫାଇନାଲ୍‌ରେ ପ୍ରବେଶ କରିଥିଲା। ଗୁଜରାଟ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ୍ ହରାଇ ୧୬୨ ରନ୍ କରିଥିଲା। ସନ୍‌ରାଇଜର୍ସ ହାଇଦ୍ରାବାଦ ୧୯.୨ ଓଭରରେ ୬ ୱିକେଟ୍ ହରାଇ ୧୬୩ ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରି […]

IPL

Rakesh Mallick
  • Published: Sunday, 29 May 2016
  • , Updated: 29 May 2016, 04:26 AM IST

ନୂଆଦିଲ୍ଲୀ: ଚଳିତ ଆଇପିଏଲ୍‌ର ଫାଇନାଲ୍ ମ୍ୟାଚ୍ ଆଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ବାଙ୍ଗାଲୋରରେ ରାତି ୮ଟାରେ ଏହି ମ୍ୟାଚ୍ ଖେଳାଯିବ।

ଶୁକ୍ରବାର ହାଇଦ୍ରାବାଦ ସୁରେଶ ରୈନାଙ୍କ ଗୁଜରାଟକୁ ହରାଇ ଦ୍ୱିତୀୟ ଟିମ୍ ଭାବେ ଫାଇନାଲ୍‌ରେ ପ୍ରବେଶ କରିଥିଲା। ଗୁଜରାଟ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ୍ ହରାଇ ୧୬୨ ରନ୍ କରିଥିଲା। ସନ୍‌ରାଇଜର୍ସ ହାଇଦ୍ରାବାଦ ୧୯.୨ ଓଭରରେ ୬ ୱିକେଟ୍ ହରାଇ ୧୬୩ ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଦଳ ପକ୍ଷରୁ ଡେଭିଡ୍ ୱାର୍ନର ୫୮ ବଲ୍‌ ଖେଳି ଅପରାଜିତ ୯୩ ରନ୍ କରିଥିଲେ।

ଏହା ପୂର୍ବରୁ ପ୍ରଥମ ଦଳ ଭାବେ ବାଙ୍ଗାଲୋର ଫାଇନାଲ୍‌ରେ ପହଞ୍ଚିଥିଲା।

Related story