ଭୁବନେଶ୍ୱର: ହକି ଇଣ୍ଡିଆର ୧୮ ତମ ମ୍ୟାଚ୍ରେ ଆଜି କଳିଙ୍ଗ ଲାନସର୍ସକୁ ଭେଟିବ ଜେପି ୱାରିୟର୍ସ। ପ୍ରଥମ ଥର ପାଇଁ କଳିଙ୍ଗ ଲାନସର୍ସ ଓ ଜେପି ୱାରିୟର୍ସ ମଧ୍ୟରେ ମୁକାବିଲା ହେବାକୁ ଯାଉଥିବା ବେଳେ ଦୁଇ ଦଳ ବେଶ୍ ଉତ୍ସାହିତ ରହିଛନ୍ତି। ଘରୋଇ ଫିଲ୍ଡରେ ମ୍ୟାଚ୍ ହେବାକୁ ଥିବାରୁ କଳିଙ୍ଗ ଲାନସର୍ସର ମନୋବଳ ଦୃଢ ରହିଛି। ଅନ୍ୟପକ୍ଷରେ ଦୁଇଦିନ ହେଲା ଜୋରଦାର ଅଭ୍ୟାସ ଜାରି ରଖିଛି ଜେପି ୱାରିୟର୍ସ।
କଳିଙ୍ଗ ଲାନସର୍ସ ୬ଟି ମ୍ୟାଚରୁ ୪ଟି ମ୍ୟାଚରେ ବିଜୟୀ ହୋଇ ୨୨ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଥିବା ବେଳେ ଜେପି ୱାରିୟର୍ସ ୬ଟି ମ୍ୟାଚରୁ ୩ଟିରେ ବିଜୟୀ ହୋଇ ୧୭ ପଏଣ୍ଟ ପାଇ ଟେବୁଲର ତୃତୀୟ ସ୍ଥାନରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଗତକାଲି ରାତିରେ ଶକ୍ତିକାନ୍ତ ଦାସ ଛାତିରେ ଜଳାପୋଡା ସାଙ୍ଗକୁ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
National
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ନାଇଟ୍ କ୍ଲବ୍ ନିକଟରେ ବିସ୍ଫୋରକ ସାମଗ୍ରୀ ଫିଙ୍ଗି ଚାଲି ଯାଇଥିବା ସୂଚନା ମିଳିଛି।
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।