ଭୁବନେଶ୍ୱର/ବାରିପଦା: ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କ୍ରୀଡ଼ା ଛାତ୍ରାବାସ ଅନ୍ତେବାସୀ, ପ୍ରଶିକ୍ଷକ ଓ କ୍ରୀଡ଼ା ଶିକ୍ଷକ ମାନଙ୍କର ଏକ ରାଲି ଷ୍ଟାଡିୟମ୍ରୁ ବାହାରି ସପ୍ତମ ବାଟାଲିୟନ୍ ଯାଏଁ ଯାଇଥିଲା। ଏହି ଅବସରରେ ହକି କିମ୍ୱଦନ୍ତୀ ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।
ବାରିପଦାରେ ମଧ୍ୟ କ୍ରୀଡ଼ା ଦିବସ ଅବସରରେ ଏକ ମିନି ମାରାଥନ୍ ଆୟୋଜିତ ହୋଇଥିଲା। ସ୍ଥାନୀୟ ଛଉ ପଡ଼ିଆଠାରେ ପୂର୍ବତନ ଆଥ୍ଲେଟ୍ ବିବେକାନ୍ଦ ତ୍ରିପାଠୀ ପତାକା ଦେଖାଇ ଏହି ମାରାଥନ୍ର ଶୁଭାରମ୍ଭ କରିଥିଲେ। ପ୍ରାୟ ୪, ୦୦୦ ପୁରୁଷ ଓ ମହିଳା ଏହି ମାରାଥନ୍ରେ ଭାଗ ନେଇଥିଲେ। ଉପବାଚସ୍ପତି ସାନନ୍ଦ ମାଣ୍ଡି, ଅଭିନେତା ଉତ୍ତମ ମହାନ୍ତି ଓ ମୟୂରଭଞ୍ଜ ଜିଲ୍ଲାପାଳ ରାଜେଶ ପ୍ରଭାକର ପାଟିଲ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।