ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ଟି-ଟ୍ୱେଣ୍ଟି ୱାଲର୍ଡ କପ୍। କ୍ୱାଲିଫାଇଂ ରାଉଣ୍ଡରେ ଆଜି ନାଗପୁରରେ ହଂକଂ–ଜିମ୍ୱାୱେ ଏବଂ ଦ୍ୱିତୀୟ ମ୍ୟାଚ୍ ଆଫଗାନିସ୍ତାନ ଓ ସ୍କଟଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ଏଥିରୁ ୨ଟି ଟିମ୍ ସୁପରଟେନରେ ପ୍ରବେଶ କରିବେ। କିନ୍ତୁ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା ଓ ୱେଷ୍ଟଇଣ୍ଡିଜ୍ ସିଧାସଳଖ ସୁପରଟେନ୍ ପର୍ଯ୍ୟାୟରୁ ସେମାନଙ୍କ ଅଭିଯାନ ଆରମ୍ଭ କରିବେ।
ସୁପର-୧୦ ପର୍ଯ୍ୟାୟରେ ଆସନ୍ତା ୧୫ରୁ ଭାରତର ଅଭିଯାନ ଆରମ୍ଭ ହେବ। ନାଗପୁରରେ ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡ ଖେଳିବ। ବର୍ତ୍ତମାନର ପ୍ରଦର୍ଶନକୁ ନେଇ ଭାରତ ଏହି ବିଶ୍ୱକପ୍ ଜିତିବା ସମ୍ଭାବନା ଅଧିକ ରହିଛି ବୋଲି କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।